ରାଜ୍ୟକୁ ନାହିଁ ବଡ଼ ବର୍ଷାର ଭୟ !

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନଭେମ୍ବର  ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର କୌଣସି ସ୍ଥାନରେ ବିଶେଷ ବର୍ଷା ହେବାର ସମ୍ଭାବନା ନାହିଁ। ତେବେ ୮ ତାରିଖ ବେଳକୁ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ହାଲକା ବର୍ଷା ହୋଇପାରେ। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି। ଡ୍ୟୁଟି ଅଫିସର ଏଲ୍. ଡି. ମହାପାତ୍ର କହିଛନ୍ତି, “ଆଜି ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ହାଲକା ବର୍ଷା ହୋଇପାରେ। ଆସନ୍ତାକାଲିଠାରୁ ରାଜ୍ୟର କିଛି ସ୍ଥାନରେ ହାଲକା କୁହୁଡ଼ି […]

rain-1-1-750x430

rain-1-1-750x430

Tapaswini Nayak
  • Published: Saturday, 02 November 2019
  • Updated: 02 November 2019, 12:08 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନଭେମ୍ବର  ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର କୌଣସି ସ୍ଥାନରେ ବିଶେଷ ବର୍ଷା ହେବାର ସମ୍ଭାବନା ନାହିଁ। ତେବେ ୮ ତାରିଖ ବେଳକୁ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ହାଲକା ବର୍ଷା ହୋଇପାରେ। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି।

ଡ୍ୟୁଟି ଅଫିସର ଏଲ୍. ଡି. ମହାପାତ୍ର କହିଛନ୍ତି, “ଆଜି ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ହାଲକା ବର୍ଷା ହୋଇପାରେ। ଆସନ୍ତାକାଲିଠାରୁ ରାଜ୍ୟର କିଛି ସ୍ଥାନରେ ହାଲକା କୁହୁଡ଼ି ଦେଖାଯାଇପାରେ।”

ସେ ଆହୁରି କହିଛନ୍ତି, “୩ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯଦି ଏହି ଘୂର୍ଣ୍ଣିବଳୟ ଉତ୍ତର ପଶ୍ଚିମ ଆଡ଼କୁ ମୁହାଁଏ, ତା’ହେଲେ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ ବୋଲି ଅନୁମାନ କରାଯାଉଛି।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story