ଭୁବନେଶ୍ୱର (ଓଡିଶା ରିପୋର୍ଟର): କରୋନା ସଂକ୍ରମଣକୁ ରୋକିବା ପାଇଁ ମାସ୍କ ପିନ୍ଧିବାକୁ ପ୍ରାଥମିକତା ଦିଆଯାଉଛି। ଘରୁ ବାହାରିଲେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ଏପରିକି ମାସ୍କ ନ ପିନ୍ଧିଲେ ଜୋରିମାନା ଆଦାୟ କରିବାକୁ ମଧ୍ୟ କଡା ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର।
ସରକାରଙ୍କ ଏହି ନିଷ୍ପତ୍ତିକୁ ସମ୍ପୂର୍ଣ୍ଣ ସମର୍ଥନ କରିଛି ଉତ୍କଳ ପେଟ୍ରୋଲିୟମ ଡିଲର ସଂଘ। ମାସ୍କ ପିନ୍ଧା ନିୟମକୁ କଡାକଡ଼ି ଲାଗୁ କରିଛି ସଂଘ। ଏଣିକି ମାସ୍କ ନ ପିନ୍ଧିଲେ ପେଟ୍ରୋଲ ପମ୍ପରେ ପେଟ୍ରୋଲ ମିଳିବନି ବୋଲି ସଂଘ ପକ୍ଷରୁ କୁହାଯାଇଛି ।
ପେଟ୍ରୋଲ୍ ପମ୍ପ କର୍ମଚାରୀ ଓ ଗ୍ରାହକମାନଙ୍କ ସ୍ୱାର୍ଥ ଦୃଷ୍ଟିରୁ ଏପରି ନିଷ୍ପତ୍ତି ନିଆଯାଇଥିବା ଉତ୍କଳ ପେଟ୍ରୋଲିୟମ୍ ଡିଲର ସଂଘର ସାଧାରଣ ସମ୍ପାଦକ ସଞ୍ଜୟ ଲାଠ ସୂଚନା ଦେଇଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।