ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମଣ ଆଶଙ୍କାରେ ଚଳିତବର୍ଷ ରାଜଧାନୀ ଭୁବନେଶ୍ୱରରେ ରମଜାନ୍ ପାଳନ ଉପରେ କେତେକ କଟକଣା ଜାରି ହୋଇଛି। ଆଜି ରାଜଧାନୀ ଭୁବନେଶ୍ୱରର ୧୨ଟି ମସଜିଦ୍ ମୁଖ୍ୟଙ୍କ ସହ କମିଶନରେଟ ପୁଲିସର ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।
ନିଷ୍ପତ୍ତି ଅନୁସାରେ ରାଜଧାନୀର କୌଣସି ମସଜିଦରେ ସମୂହ ନମାଜ ପାଠ ହେବନି। ଇଫତାର ପାର୍ଟି ପାଳନ ଉପରେ ମଧ୍ୟ କଟକଣା ଜାରି ହୋଇଛି। ତେବେ ସାମାଜିକ ଦୂରତ୍ୱ ରକ୍ଷା କରି ଘରେ ଇଫତାର ଓ ନମାଜ ପାଠ କରିବାକୁ ମୁସଲିମ ସମୁଦାୟର ଧାର୍ମିକ ନେତାମାନେ ସମ୍ମତି ଜଣାଇଥିବା ସୂଚନା ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।