ଯାତ୍ରା ଓ ମେଲୋଡିରେ ଅଶ୍ଳୀଳତା ଓ ନଗ୍ନତାକୁ ନା। ଉତ୍କଳୀୟ ସଂସ୍କୃତିର ଏପରି ଅପପ୍ରଚାରକୁ ଆଉ ବରଦାସ୍ତ କରାଯିବନି। ଏପରିକି ଯାତ୍ରା, ମେଲୋଡିରେ ଦ୍ୱି ଅର୍ଥବୋଧକ ସଂଳାପ ମଧ୍ୟ ରହିବନି। ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ଏସପିମାନଙ୍କୁ ଏପରି ଚିଠି ଲେଖାଯାଇଛି। ଏପରିକି ସମସ୍ତ ପ୍ରକାର ଅଶ୍ଲୀଳ ଦୃଶ୍ୟ ଓ ନଗ୍ନ ପ୍ରଦର୍ଶନକୁ ତୁରନ୍ତ ବନ୍ଦ କରିବା ପାଇଁ କଡ଼ା ନିର୍ଦ୍ଦେଶନାମା ଜାରି ହୋଇଛି। ଯାତ୍ରା ଓ ମେଲୋଡି ପାଇଁ ଅନୁମତି ଦେବା ବେଳେ ସର୍ତ୍ତାବଳୀରେ ଏହା ସ୍ପଷ୍ଟ ଭାବେ ଉଲ୍ଲେଖ କରିବାକୁ ମଧ୍ୟ କୁହାଯାଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଖଣି ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ; ୭ଟି ସ୍ଥାନରେ ଚଢ଼ଉ
ପଦ୍ମନାଭ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Miscellaneous
ବାହାର ରାଜ୍ୟକୁ ଚାଲାଣ ହେଉଥିଲେ ୧୭ ଦାଦନ ଶ୍ରମିକ; ଅଟକାଇ ଦେଲା ପୁଲିସ୍
ଉଦ୍ଧାର ଶ୍ରମିକମାନଙ୍କ ମଧ୍ୟରେ ପୁରୁଷ ୭, ମହିଳା ୮ ଓ ଛୋଟଛୁଆ ୨ ଜଣ ଅଛନ୍ତି।
Events & Festivals
ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ
ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ।
Crime
ଭିଜିଲାନ୍ସ ଜାଲରେ କଲେଜ ଅଧ୍ୟକ୍ଷ; ମାଡ଼ି ବସିଲା ଭିଜିଲାନ୍ସ
ଗତକାଲି ସନ୍ଧ୍ୟାରେ ହୃଷିକେଷ ନଳିନୀଙ୍କୁ ଲାଞ୍ଚ ଟଙ୍କା ଦେବାବେଳେ ଭିଜିଲାନ୍ସ ତାଙ୍କୁ ମାଡ଼ି ବସିଥିଲା।