ରଥଯାତ୍ରାରେ ଶୁଖିଲା ରହିବ ପାଗ!

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ୱେଲ୍ ମାର୍କଡ ଲୋ ପ୍ରେସର ଛତିଶଗଡ଼ ଆଡକୁ ମୁହାଁଇଛି। ତେବେ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ଏହାର ପ୍ରଭାବ ଓଡ଼ିଶା ଉପରେ ରହିବ। ତେଣୁ ଦକ୍ଷିଣ ଓ ଉପକୂଳବର୍ତ୍ତୀ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବିଶେଷଜ୍ଞ ଲକ୍ଷ୍ମୀକାନ୍ତ ଗିରି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି,“ କାଲି ଶ୍ରୀଜିଉଙ୍କ ରଥଯାତ୍ରା। କାଲି ପାଗ ଅନୁକୂଳ ରହିବ। ଅପରାହ୍ଣ ସମୟରେ […]

puri,,,000

puri,,,000

Tapaswini Nayak
  • Published: Wednesday, 03 July 2019
  • Updated: 03 July 2019, 11:05 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ୱେଲ୍ ମାର୍କଡ ଲୋ ପ୍ରେସର ଛତିଶଗଡ଼ ଆଡକୁ ମୁହାଁଇଛି। ତେବେ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ଏହାର ପ୍ରଭାବ ଓଡ଼ିଶା ଉପରେ ରହିବ। ତେଣୁ ଦକ୍ଷିଣ ଓ ଉପକୂଳବର୍ତ୍ତୀ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବିଶେଷଜ୍ଞ ଲକ୍ଷ୍ମୀକାନ୍ତ ଗିରି ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି,“ କାଲି ଶ୍ରୀଜିଉଙ୍କ ରଥଯାତ୍ରା। କାଲି ପାଗ ଅନୁକୂଳ ରହିବ। ଅପରାହ୍ଣ ସମୟରେ ଗୋଟିଏ ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।”

ସେ ଆହୁରି କହିଛନ୍ତି,“ ଆଗାମୀ ଦୁଇ ଦିନ ପାଗ ଶୁଖିଲା ରହିବ। ୫ତାରିଖ ବେଳକୁ ଝାରସୁଗୁଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଜୁନରେ ମୌସୁମୀ ବେଶି ସକ୍ରିୟ ନ ହେବାରୁ ବର୍ଷା ପରିମାଣ କମିଛି। ଆଗକୁ ମୌସୁମୀ ବର୍ଷା ଠିକ୍ ରହିବ।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story