୧୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ବର୍ଷା ନାହିଁ

<p>ଭୁବନେଶ୍ୱର: ଚାଷୀଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି। ଆସନ୍ତା ୧୫ ତାରିଖ ଯାଏଁ ଓଡ଼ିଶାରେ ବର୍ଷା ହେବା ସମ୍ଭାବନା ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି । ଆଇଏମଡି ତରଫରୁ ଜାରି କରାଯାଇଥିବା ସୂଚନା ଅନୁସାରେ ବଙ୍ଗୋପସାଗର ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ&nbsp; ଆସନ୍ତାକାଲିଠାରୁ ଦକ୍ଷିଣ ଭାରତରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତାମିଲନାଡୁ, ପୁଡୁଚେରୀ, ଦକ୍ଷିଣ ଆନ୍ଧ୍ର ଉପକୂଳ ଓ କର୍ଣ୍ଣାଟକରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଏଠାରେ ବର୍ଷା ଲାଗି ରହିବ।</p> <p>ସୂଚନାଯୋଗ୍ୟ, ଗତ ଦୁଇ ଦିନ ତଳେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଥିଲା ଯେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ &nbsp;ପ୍ରଭାବରେ ୧୨ ତାରିଖରୁ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ତା&rsquo; ସହ ୧୫ ତାରିଖରୁ ଉପକୂଳ ଓଡ଼ିଶାରେ ବର୍ଷା&nbsp;ହୋଇପାରେ। ୧୮ ତାରିଖ ଯାଏଁ ଏଭଳି ପାଗ ଲାଗି ରହିବ ବୋଲି ସୂଚନା ଦିଆଯାଇଥିଲା। ଏହି ସୂଚନା ପରେ ଚିନ୍ତାରେ ପଡ଼ି ଯାଇଥିଲେ ଚାଷୀ ।</p>

Ordigital Desk
  • Published: Sunday, 12 November 2017
  • Updated: 12 November 2017, 10:07 AM IST

Sports

Latest News

<p>ଭୁବନେଶ୍ୱର: ଚାଷୀଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି। ଆସନ୍ତା ୧୫ ତାରିଖ ଯାଏଁ ଓଡ଼ିଶାରେ ବର୍ଷା ହେବା ସମ୍ଭାବନା ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି । ଆଇଏମଡି ତରଫରୁ ଜାରି କରାଯାଇଥିବା ସୂଚନା ଅନୁସାରେ ବଙ୍ଗୋପସାଗର ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ&nbsp; ଆସନ୍ତାକାଲିଠାରୁ ଦକ୍ଷିଣ ଭାରତରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତାମିଲନାଡୁ, ପୁଡୁଚେରୀ, ଦକ୍ଷିଣ ଆନ୍ଧ୍ର ଉପକୂଳ ଓ କର୍ଣ୍ଣାଟକରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଏଠାରେ ବର୍ଷା ଲାଗି ରହିବ।</p><p>ସୂଚନାଯୋଗ୍ୟ, ଗତ ଦୁଇ ଦିନ ତଳେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଥିଲା ଯେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ &nbsp;ପ୍ରଭାବରେ ୧୨ ତାରିଖରୁ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ତା&rsquo; ସହ ୧୫ ତାରିଖରୁ ଉପକୂଳ ଓଡ଼ିଶାରେ ବର୍ଷା&nbsp;ହୋଇପାରେ। ୧୮ ତାରିଖ ଯାଏଁ ଏଭଳି ପାଗ ଲାଗି ରହିବ ବୋଲି ସୂଚନା ଦିଆଯାଇଥିଲା। ଏହି ସୂଚନା ପରେ ଚିନ୍ତାରେ ପଡ଼ି ଯାଇଥିଲେ ଚାଷୀ ।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos