‘ଓଡ଼ିଶାରେ ପଛୁଆ ବର୍ଗ ଲୋକଙ୍କୁ ସାମ୍ବିଧାନିକ ଅଧିକାର ଦିଆଯାଉ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ସାମାଜିକ ତଥା ଯୋଗ୍ୟଗତ ଶିକ୍ଷା ଅନୁଯାୟୀ ପଛୁଆ ବର୍ଗର ଲୋକଙ୍କର ଏକ ସର୍ଭେ ଆରମ୍ଭ କରିବାକୁ ଯାଉଥିବା ବେଳେ  ଏନେଇ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ମନ୍ତ୍ରୀ ପ୍ରଧାନ କହିଛନ୍ତି, ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି)ଙ୍କୁ ଉଭୟ ଚାକିରି ଓ ଶିକ୍ଷା କ୍ଷେତ୍ରରେ ଏବଂ ସାମାଜିକ ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗ (ଏସ୍ଇବିସି)ଙ୍କୁ ଶିକ୍ଷା କ୍ଷେତ୍ରରେ ସ୍ଥାନ ସଂରକ୍ଷଣ ଦେବା ପାଇଁ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଥିଲେ। […]

Dhramendra Pradhan

Dhramendra Pradhan

Niharika Rout
  • Published: Thursday, 04 March 2021
  • Updated: 04 March 2021, 02:32 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ସାମାଜିକ ତଥା ଯୋଗ୍ୟଗତ ଶିକ୍ଷା ଅନୁଯାୟୀ ପଛୁଆ ବର୍ଗର ଲୋକଙ୍କର ଏକ ସର୍ଭେ ଆରମ୍ଭ କରିବାକୁ ଯାଉଥିବା ବେଳେ  ଏନେଇ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଏନେଇ ମନ୍ତ୍ରୀ ପ୍ରଧାନ କହିଛନ୍ତି, ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି)ଙ୍କୁ ଉଭୟ ଚାକିରି ଓ ଶିକ୍ଷା କ୍ଷେତ୍ରରେ ଏବଂ ସାମାଜିକ ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗ (ଏସ୍ଇବିସି)ଙ୍କୁ ଶିକ୍ଷା କ୍ଷେତ୍ରରେ ସ୍ଥାନ ସଂରକ୍ଷଣ ଦେବା ପାଇଁ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଥିଲେ। ହେଲେ ବର୍ତ୍ତମାନ ସୁଦ୍ଧା ତାହା କାର୍ଯ୍ୟକାରୀ ହୋଇପାରିଲା ନାହିଁ।

ଦୀର୍ଘ ୩୦ ବର୍ଷ ଧରି ସମ୍ବିଧାନର ଧାରା ୧୫ (୪) ଓ ୧୬(୪) ଅଧୀନରେ ଓବିସି ବର୍ଗଙ୍କୁ ଚାକିରି ଓ ଶିକ୍ଷା କ୍ଷେତ୍ରରେ ସଂରକ୍ଷଣର ବ୍ୟବସ୍ଥା ଥିଲେ ମଧ୍ୟ ଓଡିଶା ସରକାର ଓବିସିଙ୍କୁ ନିଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ ସଂରକ୍ଷଣ  ଦେଇ ନାହାନ୍ତି ।

ଦୁଇ ବର୍ଷ ତଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଆର୍ଥିକ ଅନଗ୍ରସର ସବର୍ଣ୍ଣଙ୍କୁ ୧୦ ପ୍ରତିଶତ ସଂରକ୍ଷଣର ବ୍ୟବସ୍ଥା ଲାଗୁ କରାଯାଇଛି । ହେଲେ ଓଡ଼ିଶାରେ ଏହା ଲାଗୁ ହୋଇନାହିଁ । ଅନ୍ୟାନ୍ୟ ପଛୁଆ ବର୍ଗଙ୍କୁ ଉଭୟ ଚାକିରି ଓ ଶିକ୍ଷା କ୍ଷେତ୍ରରେ ସ୍ଥାନ ସଂରକ୍ଷଣ ଦେବା ପାଇଁ ତୁରନ୍ତ ସକରାତ୍ମକ ପଦକ୍ଷେପ ନିଅନ୍ତୁ ବୋଲି ସେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି ।

ଅପରପକ୍ଷେ  ଧର୍ମେନ୍ଦ୍ରଙ୍କ ଅଭିଯୋଗ ଉପରେ ପ୍ରତିକ୍ରିୟା ରଖିଛନ୍ତି ବିଜେଡି  ସୌମ୍ୟରଂଜନ ପଟ୍ଟନାୟକ ।   ଓବିସି ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି  । ଚିହ୍ନଟ ହେବା ପରେ ସବୁ ଅଧିକାର ମିଳିଯିବ ବୋଲି କହିଛନ୍ତି ସୌମ୍ୟରଂଜନ  ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story