କାମ ନ କରି ଆନ୍ଦୋଳନ କଲେ ଲାଗୁ ହେବ ‘ନୋ ୱାର୍କ ନୋ ପେ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ କଲେଜର ଅଧ୍ୟାପକ ଓ ଅଣ ଶିକ୍ଷା କର୍ମଚାରୀଙ୍କ ପାଇଁ ଓଡ଼ିଶା ସରକାରଙ୍କ ଚେତାବନୀ। ଯଦି ଛୁଟି ମଞ୍ଜୁର ନ ହୋଇ ଅଧ୍ୟାପକ ଓ ଅଣ ଶିକ୍ଷା କର୍ମଚାରୀ ଛୁଟିରେ ରୁହନ୍ତି ତେବେ “ନୋ ୱାର୍କ ନୋ ପେ’ ” ନିୟମ ଲାଗୁ ହେବ। ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଏହି କଡ଼ା ନିର୍ଦ୍ଦେଶ ଆସିଛି। ଏନେଇ ଉଚ୍ଚ ଶିକ୍ଷା ସଚିବ ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ […]

college-1

college-1

Niharika Rout
  • Published: Wednesday, 19 February 2020
  • Updated: 19 February 2020, 10:33 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ କଲେଜର ଅଧ୍ୟାପକ ଓ ଅଣ ଶିକ୍ଷା କର୍ମଚାରୀଙ୍କ ପାଇଁ ଓଡ଼ିଶା ସରକାରଙ୍କ ଚେତାବନୀ। ଯଦି ଛୁଟି ମଞ୍ଜୁର ନ ହୋଇ ଅଧ୍ୟାପକ ଓ ଅଣ ଶିକ୍ଷା କର୍ମଚାରୀ ଛୁଟିରେ ରୁହନ୍ତି ତେବେ ନୋ ୱାର୍କ ନୋ ପେ’ ” ନିୟମ ଲାଗୁ ହେବ। ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଏହି କଡ଼ା ନିର୍ଦ୍ଦେଶ ଆସିଛି।

ଏନେଇ ଉଚ୍ଚ ଶିକ୍ଷା ସଚିବ ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି। କେବଳ ସମ୍ପୃକ୍ତ କଲେଜର ଉଚ୍ଚ କର୍ତ୍ତୃପକ୍ଷଙ୍କ ସ୍ୱୀକୃତି ଥିଲେ ହିଁ ଅଧ୍ୟାପକ ଛୁଟି ନେଇ ପାରିବେ ବୋଲି ଚିଠିରେ ଉଲ୍ଲେଖ ରହିଛି।

ଏପରିକି ଛୁଟି ନେଇ ରାଲି, ଧାରଣା, ହରତାଳରେ ଭାଗ ନେଇ ପାରିବେ ନାହିଁ ବୋଲି ଚିଠିରେ ସ୍ପଷ୍ଟ ନିର୍ଦ୍ଦେଶ ରହିଛି। ସେହିପରି କାର୍ଯ୍ୟରେ ଯୋଗ ନ ଦେଇ ଆନ୍ଦୋଳନରେ ସାମିଲ ହେଲେ ନୋ ୱାର୍କ ନୋ ପେନିୟମ ଲାଗୁ ହେବ। ଏପରି କ୍ଷେତ୍ରରେ ସରକାରୀ ଅଧ୍ୟାପକ ହୋଇଥିଲେ ଆଗୁଆ ଅବସର ପାଇଁ କୁହାଯିବ। ସେହିଭଳି ଅନୁଦାନପ୍ରାପ୍ତ ଅଧ୍ୟାପକ ହୋଇଥିଲେ, ସମ୍ପୃକ୍ତ କଲେଜର ଅନୁଦାନ ପ୍ରତ୍ୟାହାର ହେବ।

କୌଣସି ଅଧ୍ୟାପକ ଯେପରି ଛୁଟି ନେଇ ଆନ୍ଦୋଳନରେ ସାମିଲ ହେଉ ନ ଥିବେ,ସେନେଇ ଅଧ୍ୟକ୍ଷ ସୁନିଶ୍ଚିତ କରିବେ। ଆନ୍ଦୋଳନରେ ସାମିଲ ପାଇଁ ଅଧ୍ୟକ୍ଷ ଛୁଟି ଦେଇଥିଲେ, ଅଧ୍ୟକ୍ଷ ଦାୟୀ ରହିବେ ବୋଲି ଚିଠିରେ ନିର୍ଦ୍ଦେଶ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story