‘ଭିସୁଟ ଛାତ୍ରଙ୍କ କରୋନା ରିପୋର୍ଟ ଭୁଲ୍ ଥିଲା’

ସମ୍ବଲପୁର(ଓଡ଼ିଶା ରିପୋର୍ଟର): ବୁର୍ଲା ସ୍ଥିତ ଭିସୁଟର କୌଣସି ଛାତ୍ର କରୋନାରେ ଆକ୍ରାନ୍ତ ହୋଇନାହାନ୍ତି। କିଟ ଖରାପ ଥିବା ଯୋଗୁଁ ସେମାନଙ୍କ ରିପୋର୍ଟ ପଜିଟିଭ ଆସିଥିଲା। ଭିସୁଟରେ ୨୫ରୁ ଅଧିକ ଛାତ୍ରଙ୍କ କରୋନା ରିପୋର୍ଟ ପଜିଟିଭ ଆସିବା ପରେ ଆଜି ଏଭଳି କିଛି ସ୍ପଷ୍ଟିକରଣ ରଖିଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର। ସେ କହିଛନ୍ତି, ପ୍ରଥମେ ଭିସୁଟରେ କିଛି ଛାତ୍ରଙ୍କ ଆଣ୍ଟିଜେନ ଟେଷ୍ଟ କରାଯାଇଥିଲା। ସେଥିରେ ସେମାନଙ୍କ ରିପୋର୍ଟ ପଜିଟିଭ ଆସିଥିଲା। କିନ୍ତୁ ପରେ ଆରଟିପିସିଆର୍ ଟେଷ୍ଟରେ […]

Vssut

Vssut

Madhupriya Mistry
  • Published: Tuesday, 02 March 2021
  • Updated: 02 March 2021, 01:35 PM IST

Sports

Latest News

ସମ୍ବଲପୁର(ଓଡ଼ିଶା ରିପୋର୍ଟର): ବୁର୍ଲା ସ୍ଥିତ ଭିସୁଟର କୌଣସି ଛାତ୍ର କରୋନାରେ ଆକ୍ରାନ୍ତ ହୋଇନାହାନ୍ତି। କିଟ ଖରାପ ଥିବା ଯୋଗୁଁ ସେମାନଙ୍କ ରିପୋର୍ଟ ପଜିଟିଭ ଆସିଥିଲା। ଭିସୁଟରେ ୨୫ରୁ ଅଧିକ ଛାତ୍ରଙ୍କ କରୋନା ରିପୋର୍ଟ ପଜିଟିଭ ଆସିବା ପରେ ଆଜି ଏଭଳି କିଛି ସ୍ପଷ୍ଟିକରଣ ରଖିଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର।

ସେ କହିଛନ୍ତି, ପ୍ରଥମେ ଭିସୁଟରେ କିଛି ଛାତ୍ରଙ୍କ ଆଣ୍ଟିଜେନ ଟେଷ୍ଟ କରାଯାଇଥିଲା। ସେଥିରେ ସେମାନଙ୍କ ରିପୋର୍ଟ ପଜିଟିଭ ଆସିଥିଲା। କିନ୍ତୁ ପରେ ଆରଟିପିସିଆର୍ ଟେଷ୍ଟରେ ସମ୍ପୃକ୍ତ ଛାତ୍ରଙ୍କ ରିପୋର୍ଟ ପଜିଟିଭ ଆସିନାହିଁ। ପୂର୍ବରୁ ଟେଷ୍ଟ କରାଯାଇଥିବା କିଟ୍ ଖରାପ ଯୋଗୁଁ ରିପୋର୍ଟ ପଜିଟିଭ ଆସିଥିବା ସେ କହିଛନ୍ତି।

ସୂଚନାଯୋଗ୍ୟ ଯେ, ଫେବ୍ରୁଆରୀ ୨୭ରେ ଭିସୁଟ୍‌ର ମୋଟ ୨୫ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଥିବା ଖବର ସାମ୍ନାକୁ ଆସିଥିଲା। ଏହା ପରେ ଜିଲ୍ଲା ପ୍ରଶାସନ ତତ୍ପରତା ଦେଖାଇଥିଲା।  ତା’ପର ଦିନ ଅର୍ଥାତ ୨୮ ତାରିଖରେ ଭିସୁଟ୍‌କୁ ଶଟ୍ଡାଉନ ଘୋଷଣା କରାଯାଇଥିଲା। ଅନ୍ୟାଦେଶ ପର୍ଯ୍ୟନ୍ତ ଏହି ଅନୁଷ୍ଠାନକୁ ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ନିର୍ଦ୍ଦେଶ ଦେଇଥିଲେ।

ଏହାପରେ ଭିସୁଟ୍‌ର ୧୧ଟି ହଷ୍ଟେଲକୁ ମାଇକ୍ରୋ କଣ୍ଟେନ୍‌ମେଣ୍ଟ୍ ଜୋନ୍ ଘୋଷଣା କରାଯାଇଥିଲା। ‘ପୁଲହ’ ହଷ୍ଟେଲର ପାର୍ଶ୍ୱବର୍ତ୍ତୀ ଅଞ୍ଚଳକୁ ‘ବଫର୍ ଜୋନ୍’ ଘୋଷଣା କରାଯାଇଥିଲା। ଅଫଲାଇନରେ ହେବାକୁ ଥିବା ପରୀକ୍ଷା ସ୍ଥଗିତ ରଖାଯାଇଥିଲା। ସମସ୍ତ ଅଫଲାଇନ୍‌ କ୍ଲାସକୁ ଅନଲାଇନ୍‌ କରିବାକୁ କୁଳପତି ଘୋଷଣା କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story