ଉତ୍ତର ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

<p>ବାଲେଶ୍ୱର: ଜୋରଧରିଲା ଉତ୍ତର ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି। ବାଲେଶ୍ୱର ବାର ଆସୋସିଏସନ ପକ୍ଷରୁ ଆଜି ଓ ଆସନ୍ତା ସୋମବାର ସମସ୍ତ କାର୍ଯ୍ୟ ବନ୍ଦ କରିବା ସହ କୋର୍ଟ ବନ୍ଦ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ତୁରନ୍ତ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଏବଂ ଜୁଡିସିଆଲ ଫାଷ୍ଟକ୍ଲାସ ମାଜିଷ୍ଟ୍ରେଟ୍ ପଦବୀ ପୂରଣ ଦାବିରେ ବନ୍ଦ ଡାକରା ଦିଆଯାଇଛି।</p>

Ordigital Desk
  • Published: Saturday, 03 March 2018
  • Updated: 03 March 2018, 11:04 AM IST

Sports

Latest News

<p>ବାଲେଶ୍ୱର: ଜୋରଧରିଲା ଉତ୍ତର ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି। ବାଲେଶ୍ୱର ବାର ଆସୋସିଏସନ ପକ୍ଷରୁ ଆଜି ଓ ଆସନ୍ତା ସୋମବାର ସମସ୍ତ କାର୍ଯ୍ୟ ବନ୍ଦ କରିବା ସହ କୋର୍ଟ ବନ୍ଦ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ତୁରନ୍ତ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଏବଂ ଜୁଡିସିଆଲ ଫାଷ୍ଟକ୍ଲାସ ମାଜିଷ୍ଟ୍ରେଟ୍ ପଦବୀ ପୂରଣ ଦାବିରେ ବନ୍ଦ ଡାକରା ଦିଆଯାଇଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos