- Videos
- Odisha
- ଉତ୍ତର ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ
ଉତ୍ତର ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ
- Published: Saturday, 03 March 2018
- , Updated: 03 March 2018, 11:04 AM IST
<p>ବାଲେଶ୍ୱର: ଜୋରଧରିଲା ଉତ୍ତର ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି। ବାଲେଶ୍ୱର ବାର ଆସୋସିଏସନ ପକ୍ଷରୁ ଆଜି ଓ ଆସନ୍ତା ସୋମବାର ସମସ୍ତ କାର୍ଯ୍ୟ ବନ୍ଦ କରିବା ସହ କୋର୍ଟ ବନ୍ଦ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ତୁରନ୍ତ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଏବଂ ଜୁଡିସିଆଲ ଫାଷ୍ଟକ୍ଲାସ ମାଜିଷ୍ଟ୍ରେଟ୍ ପଦବୀ ପୂରଣ ଦାବିରେ ବନ୍ଦ ଡାକରା ଦିଆଯାଇଛି।</p>