କାଲିଠୁ ମିଳିପାରେ ତାତିରୁ ତ୍ରାହି!

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କ୍ରମାଗତ ଗ୍ରୀଷ୍ମପ୍ରବାହ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ହେଲେ କାଲିଠୁ ଏଥିରେ ସାମାନ୍ୟ ନିସ୍ତାର ମିଳିବ ବୋଲି ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ପାଣିପାଗ ବିଭାଗର ସୂଚନା ଅନୁସାୟୀ, ବଙ୍ଗୋପସାଗରର ଦକ୍ଷିଣ ଓ ଦକ୍ଷିଣ ପୂର୍ବ ଦିଗରୁ ଜଳୀୟବାଷ୍ପ ବାୟୁ ପ୍ରବେଶ କରୁଛି। ଏହାର ପ୍ରଭାବରେ କାଲିଠୁ ଆସନ୍ତା ୩ ଦିନ ଯାଏଁ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୨ରୁ ୩ ଦିନ ମଧ୍ୟରେ […]

rain-

rain-

Tapaswini Nayak
  • Published: Saturday, 30 April 2022
  • Updated: 30 April 2022, 09:49 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କ୍ରମାଗତ ଗ୍ରୀଷ୍ମପ୍ରବାହ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ହେଲେ କାଲିଠୁ ଏଥିରେ ସାମାନ୍ୟ ନିସ୍ତାର ମିଳିବ ବୋଲି ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ପାଣିପାଗ ବିଭାଗର ସୂଚନା ଅନୁସାୟୀ, ବଙ୍ଗୋପସାଗରର ଦକ୍ଷିଣ ଓ ଦକ୍ଷିଣ ପୂର୍ବ ଦିଗରୁ ଜଳୀୟବାଷ୍ପ ବାୟୁ ପ୍ରବେଶ କରୁଛି। ଏହାର ପ୍ରଭାବରେ କାଲିଠୁ ଆସନ୍ତା ୩ ଦିନ ଯାଏଁ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୨ରୁ ୩ ଦିନ ମଧ୍ୟରେ ୨ ଡିଗ୍ରୀ ଯାଏଁ ତାପମାତ୍ରା ଖସିବ।

ପାଣିପାଗ ବିଭାଗ ପକ୍ଷରୁ ଆହୁରି କୁହାଯାଇଛି ଯେ, ଆଜି ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମପ୍ରବାହ ସମ୍ଭାବନା ରହିଛି। ଆଜି ୭ଟି ଜିଲ୍ଲାକୁ ହିଟ୍‌ୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର , ବରଗଡ଼, ସୋନପୁର, ବୌଦ୍ଧ ଓ ବଲାଙ୍ଗିର।

ଗତକାଲି ବୌଦ୍ଧ ଜିଲ୍ଲା ସର୍ବାଧିକ ଉତ୍ତପ୍ତ ସହର ପାଲଟିଥିଲା।  ବୌଦ୍ଧର ତାପମାତ୍ରା ୪୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା।  ଗତକାଲି ୨୫ଟି ସହର ୪୦ ଡିଗ୍ରୀ ଥିବା ବେଳେ ୯ଟି ସହରର ୪୩ ଡିଗ୍ରୀ ଉପରେ ଥିଲା। ସେହିପରି ୪୪ ଡିଗ୍ରୀ ଉପରେ ରହିଥିଲା ୫ଟି ସହରର ତାପମାତ୍ରା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story