ଆଜି ବି କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କାଳବୈଶାଖୀ ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ସାଙ୍ଗକୁ ବଜ୍ରପାତ ହେବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। କୋରାପୁଟ, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହା ପରେ ପାଣିପାଗରେ ପରିବର୍ତ୍ତନ ହେବା ସହ ଆସନ୍ତାକାଲିଠାରୁ […]

rain

rain

Jitendra Garnayak
  • Published: Thursday, 21 March 2019
  • Updated: 21 March 2019, 11:42 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କାଳବୈଶାଖୀ ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ସାଙ୍ଗକୁ ବଜ୍ରପାତ ହେବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

କୋରାପୁଟ, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଏହା ପରେ ପାଣିପାଗରେ ପରିବର୍ତ୍ତନ ହେବା ସହ ଆସନ୍ତାକାଲିଠାରୁ ତାପମାତ୍ରା ବୃଦ୍ଧି ପାଇବ ବୋଲି କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos