ଭାଜି ହେଉଛି ଓଡ଼ିଶା, ଆଜିଠୁ କମିପାରେ ତାତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମରୁ ଉପକୂଳ ଓଡ଼ିଶା ଯାଏ ଶନିବାର ବି ଅସମ୍ଭାଳ ତାତି ଜାରି ରହିଛି। ସାରା ରାଜ୍ୟରେ ବହୁଥିବା ତତଲା ହାୱା ସାଧାରଣ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଆଜି ରାଜ୍ୟର ୧୨ଟି ସହରରେ ପାରଦ ୪୧ ଡିଗ୍ରୀ ଉପରେ ରହିଥିବାବେଳେ ୪୪. ୬ ଡିଗ୍ରୀ ସହ ଟିଟିଲାଗଡ଼ ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି। ଅନ୍ୟପକ୍ଷରେ ଆସନ୍ତାକାଲି ଠାରୁ କାଳବୈଶାଖୀର ସମ୍ଭାବନା ଥିବାରୁ ତାପମାତ୍ରା ହ୍ରାସ ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ […]

swa

swa

Hemant Lenka
  • Published: Saturday, 11 May 2019
  • Updated: 11 May 2019, 08:54 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମରୁ ଉପକୂଳ ଓଡ଼ିଶା ଯାଏ ଶନିବାର ବି ଅସମ୍ଭାଳ ତାତି ଜାରି ରହିଛି। ସାରା ରାଜ୍ୟରେ ବହୁଥିବା ତତଲା ହାୱା ସାଧାରଣ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଆଜି ରାଜ୍ୟର ୧୨ଟି ସହରରେ ପାରଦ ୪୧ ଡିଗ୍ରୀ ଉପରେ ରହିଥିବାବେଳେ ୪୪. ୬ ଡିଗ୍ରୀ ସହ ଟିଟିଲାଗଡ଼ ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି। ଅନ୍ୟପକ୍ଷରେ ଆସନ୍ତାକାଲି ଠାରୁ କାଳବୈଶାଖୀର ସମ୍ଭାବନା ଥିବାରୁ ତାପମାତ୍ରା ହ୍ରାସ ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଶୁକ୍ରବାର ଅପେକ୍ଷା ଶନିବାର ରାଜ୍ୟରେ ତାତି ସାମାନ୍ୟ ହ୍ରାସ ପାଇଛି। କିନ୍ତୁ 'ଫୋନି' ପରେ ସୃଷ୍ଟି ହୋଇଥିବା ବିଦ୍ୟୁତ ବିଭ୍ରାଟ ଯୋଗୁ ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷ କରି ଉପକୂଳ ଓଡ଼ିଶାରେ ତାତି ବିଶେଷ ନଥିଲେ ବି ବାୟୁମଣ୍ଡଳରେ ଆର୍ଦ୍ରତା ସ୍ତର ବଢ଼ିଥିବା ଯୋଗୁ ପ୍ରବଳ ଗୁଳୁଗୁଳି ଅନୁଭତ ହେଉଛି।

ଆଜି ରାଜ୍ୟର ୧୨ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଟିଟିଲାଗଡ଼ କ୍ରମାଗତ ଦ୍ୱିତୀୟ ଦିନ ପାଇଁ ସବୁଠାରୁ ଉତ୍ତପ୍ତ ସହର ହୋଇଥିବା ବେଳେ ଏହା ପଛକୁ ବଲାଙ୍ଗିରରେ ସର୍ବୋଚ୍ଚ ତାପମାତ୍ରା ୪୪.୫ ଡିଗ୍ରୀ, ଝାରସୁଗୁଡ଼ାରେ ୪୪.୪ ଡିଗ୍ରୀ, ସମ୍ବଲପୁର ୪୩.୫ ଡିଗ୍ରୀ, ଭବାନୀପାଟଣାରେ ୪୩.୫ ଡିଗ୍ରୀ, ସୋନପୁରରେ ୪୩.୪ ଡିଗ୍ରୀ, ହୀରାକୁଦରେ ୪୩.୨ ଡିଗ୍ରୀ, ତାଳଚେରରେ ୪୨.୧ ଡିଗ୍ରୀ, ସୁନ୍ଦରଗଡ଼ରେ ୪୨ ଡିଗ୍ରୀ, କେନ୍ଦୁଝରରେ ୪୧.୮ ଡିଗ୍ରୀ, ମାଲକାନଗିରିରେ ୪୧.୨ ଡିଗ୍ରୀ ଏବଂ ଅନୁଗୁଳରେ ୪୧.୧ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଭୁବନେଶ୍ୱରର ତାପମାତ୍ରା ୩୬.୪ ଡିଗ୍ରୀ ରହିଥିବା ବେଳେ କଟକର ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରୀ ରେକର୍ଡ ହୋଇଛି।

ଅନ୍ୟପକ୍ଷରେ ରବିବାର ଠାରୁ କାଳବୈଶାଖୀ ପ୍ରଭାବରେ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ୨୪ ଘଣ୍ଟା ପରେ କାଳବୈଶାଖୀ ପ୍ରଭାବରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ସ୍ଥାନେ ସ୍ଥାନେ ହାଲ୍‌କା ବର୍ଷା ହୋଇପାରେ। ତେବେ ଆଉ କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିପାରେ। ଚାରି ପାଞ୍ଚ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ସେ କ୍ଷେତ୍ରରେ ତାତି ସାମାନ୍ୟ କମିପାରେ ବୋଲି କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story