ଅଦ୍ୟତନ ହୋଇଛି
nayagada
Advertisment
ନୟାଗଡ଼(ଆର୍ତ୍ତତ୍ରାଣ ପ୍ରଧାନ): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରଭାବ ଜାରି ରହିଛି। ଗତକାଲି ୮ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ହେଲେ ଗତକାଲି ଅପରାହ୍ଣରେ ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ସମେତ ଇଟାମାଟି ଓ ବିଜିପୁରରେ କାଳ ବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଥିଲା। /odisha-reporter/media/post_attachments/wp-content/uploads/2020/04/rain-12333.jpg)
Advertisment
ଏହି ସବୁ ଅଞ୍ଚଳରେ କୁଆ ପଥର ମାଡ଼ ସହ ପ୍ରବଳ ବର୍ଷା ଓ ବଜ୍ରପାତ ହୋଇଥିଲା। ପବନରେ ଅନେକ ଗଛ ଭାଙ୍ଗି ଯାଇଥିବା ବେଳେ ବିଦ୍ୟୁତ୍ ପୋଲ ଦୋହଲି ଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/04/nayagada-9000.jpg)