ଚାଲିଗଲେ ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ଶାରଦା ପ୍ରସନ୍ନ ନାୟକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ତଥା ଗୀତିକାର ଶାରଦା ପ୍ରସନ୍ନ ନାୟକଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୪ ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏନେଇ ପରଲୋକ ନେଇ ସ୍ପଷ୍ଟ କଲେ ଶାରଦାଙ୍କ ସାନ ଭାଇ ସଂଗୀତଜ୍ଞ ସ୍ୱରୂପ ନାୟକ । ଅନେକ ସଫଳ ଫିଲ୍ମର ନିର୍ଦ୍ଦେଶନା, ସଂଳାପ ଦେଇଥିଲେ ଶାରଦା ପ୍ରସନ୍ନ। ବିଶିଷ୍ଟ ଚଳଚ୍ଚିତ୍ର ନିର୍ମାତା ତଥା ଗୀତିକାର ସାରଦା ପ୍ରସନ୍ନ ନାୟକଙ୍କ […]

700

700

Tapas Behera
  • Published: Wednesday, 09 September 2020
  • Updated: 09 September 2020, 09:00 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ତଥା ଗୀତିକାର ଶାରଦା ପ୍ରସନ୍ନ ନାୟକଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୪ ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏନେଇ ପରଲୋକ ନେଇ ସ୍ପଷ୍ଟ କଲେ ଶାରଦାଙ୍କ ସାନ ଭାଇ ସଂଗୀତଜ୍ଞ ସ୍ୱରୂପ ନାୟକ । ଅନେକ ସଫଳ ଫିଲ୍ମର ନିର୍ଦ୍ଦେଶନା, ସଂଳାପ ଦେଇଥିଲେ ଶାରଦା ପ୍ରସନ୍ନ।

https://twitter.com/Naveen_Odisha/status/1303715228161437696?s=20

ଶାରଦାଙ୍କ ସଫଳ ଫିଲ୍ମ ମଧ୍ୟରେ ରହିଛି ଲକ୍ଷ୍ମୀ, କା, ସ୍ତ୍ରୀ, ସଂସାର। ଶାରଦାଙ୍କ ନିର୍ଦ୍ଦେଶିତ ଲକ୍ଷ୍ମୀ ଚଳଚ୍ଚିତ୍ର ରାଷ୍ଟ୍ରପତି ପୁରସ୍କାର ପାଇଥିଲା। ୨୦୧୩ରେ ସେ ଜୟଦେବ ପୁରସ୍କାରରେ ସମ୍ମାନିତ ହୋଇଥିଲେ। ଶାରଦା ପ୍ରସନ୍ନ ନାୟକଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story