କଟକ (ଓଡ଼ିଶା ରିପୋର୍ଟର): ବିଶିଷ୍ଟ ଚିତ୍ରଶିଳ୍ପୀ ଶିବ ପାଣିଗ୍ରାହୀଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ଶିବ ପାଣିଗ୍ରାହୀଙ୍କ ପରଲୋକ ନେଇ ତାଙ୍କ ପୁଅ ରାଜ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ତାଙ୍କ ବିୟୋଗରେ ଓଡ଼ିଶାରେ ଶୋକର ଛାୟା ଖେଳି ଯାଇଛି।
ବିଶିଷ୍ଟ ଚିତ୍ରଶିଳ୍ପୀ ଶିବ ପାଣିଗ୍ରାହୀ ଆଜି ଅପରାହ୍ନରେ କଟକ ସିଡିଏ ସେକ୍ଟର-୬ ସ୍ଥିତ ଘରେ ଖାଉଥିଲେ। ହଠାତ୍ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଏସ୍ସିବି ମେଡିକାଲ୍ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।
ଜୁନ ୨ ତାରିଖରେ ଶିବ ପାଣିଗ୍ରାହୀଙ୍କ ପତ୍ନୀଙ୍କ ପରଲୋକ ଘଟିଥିଲା। ପତ୍ନୀଙ୍କ ବିୟୋଗରେ ପରେ ଶିବ ପାଣିଗ୍ରାହୀ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।