‘ଶାରଳା ସମ୍ମାନ’ ଗ୍ରହଣ କଲେ ଡଃ ପ୍ରଦୀପ ଦାଶ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଶିଷ୍ଟ ଲେଖକ ଡଃ ପ୍ରଦୀପ ଦାଶଙ୍କୁ ପ୍ରଦାନ କରାଯାଇଛି ସମ୍ମାନଜନକ ‘ଶାରଳା ସମ୍ମାନ’। ତାଙ୍କ ରଚିତ ପୁସ୍ତକ ‘ଚରୁ ଚୀବର ଓ ଚର୍ଯ୍ୟା’ ପାଇଁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଏକ ସ୍ୱତନ୍ତ୍ର ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେଯୋଗ ଦେଇ ଏହି ସମ୍ମାନ ପ୍ରଦାନ କରିଛନ୍ତି। ପୁରସ୍କାର ସ୍ୱରୂପ ତାଙ୍କୁ ୫ ଲକ୍ଷ ଟଙ୍କା ସହ ମାନପତ୍ର ପ୍ରଦାନ କରାଯାଇଛି। ଏହି ସମ୍ମାନ ଉତ୍ସବରେ ପଣ୍ଡିତ ହରମୋହନ ଖୁଣ୍ଟିଆଙ୍କୁ […]

sarala

Manoranjan Sial
  • Published: Saturday, 26 October 2019
  • , Updated: 26 October 2019, 07:25 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଶିଷ୍ଟ ଲେଖକ ଡଃ ପ୍ରଦୀପ ଦାଶଙ୍କୁ ପ୍ରଦାନ କରାଯାଇଛି ସମ୍ମାନଜନକ ‘ଶାରଳା ସମ୍ମାନ’। ତାଙ୍କ ରଚିତ ପୁସ୍ତକ ‘ଚରୁ ଚୀବର ଓ ଚର୍ଯ୍ୟା’ ପାଇଁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଏକ ସ୍ୱତନ୍ତ୍ର ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେଯୋଗ ଦେଇ ଏହି ସମ୍ମାନ ପ୍ରଦାନ କରିଛନ୍ତି। ପୁରସ୍କାର ସ୍ୱରୂପ ତାଙ୍କୁ ୫ ଲକ୍ଷ ଟଙ୍କା ସହ ମାନପତ୍ର ପ୍ରଦାନ କରାଯାଇଛି।

ଏହି ସମ୍ମାନ ଉତ୍ସବରେ ପଣ୍ଡିତ ହରମୋହନ ଖୁଣ୍ଟିଆଙ୍କୁ ‘ଇଲା ପଣ୍ଡା ସଙ୍ଗୀତ ସମ୍ମାନ’ ଓ ଲଲାଟ ମୋହନ ପଟ୍ଟନାୟକଙ୍କୁ ‘ଇଲା ପଣ୍ଡା ଚିତ୍ରକଳା ସମ୍ମାନ’ ପ୍ରଦାନ କରାଯାଇଛି। ଉଭୟଙ୍କୁ ପୁରସ୍କାର ରାଶି ସ୍ୱରୂପ ଦେଢ ଲକ୍ଷ ଟଙ୍କା ଓ ମାନପତ୍ର ପ୍ରଦାନ କରାଯାଇଛି। ଇମ୍ପା ଦ୍ୱାରା ପରିଚାଳିତ ଇଣ୍ଡିଆନ ମେଟାଲ୍ସ ଏଣ୍ଡ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ପ୍ରତିବର୍ଷ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ।

Related story