ଆଜି ଓଡ଼ିଶାରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ପ୍ରଥମ ଥର ପାଇଁ ୧୪୦୯ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨୪୪୮୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। 7 from Mayurbhanj 5 from Dhenkanal 4 from Bhadrak 2 each from Angul & Jagatsinghpur 1 each […]

corona-updates

corona-updates

Manoranjan Sial
  • Published: Tuesday, 04 August 2020
  • Updated: 04 August 2020, 08:09 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ପ୍ରଥମ ଥର ପାଇଁ ୧୪୦୯ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨୪୪୮୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1290648797551439877?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୫୮ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୨୧୮, ରାୟଗଡ଼ାରୁ ୧୨୮, ସୁନ୍ଦରଗଡ଼ରୁ ୧୨୨, ପୁରୀରୁ ୧୨୨, ଗଜପତିରୁ ୧୨୦, କୋରାପୁଟରୁ ୮୪, କଟକରୁ ୬୮, ବାଲେଶ୍ୱରରୁ ୫୮, ନବରଙ୍ଗପୁରରୁ ୩୪, କନ୍ଧମାଳରୁ ୩୦, ଯାଜପୁରରୁ ୨୫, ମାଲକାନଗିରିରୁ ୨୪, କେନ୍ଦୁଝରରୁ ୧୯, ବଲାଙ୍ଗିରିରୁ ୧୬, ବରଗଡ଼ରୁ ୧୨, କେନ୍ଦ୍ରାପଡ଼ାରୁ ୧୨, ଝାରସୁଗୁଡ଼ାରୁ ୧୧, ନୟାଗଡ଼ରୁ ୧୦, ବୌଦ୍ଧରୁ ୯, ନୂଆପଡ଼ାରୁ ୮, ମୟୂରଭଞ୍ଜରୁ ୭, ଢେଙ୍କାନାଳରୁ ୫, ଭଦ୍ରକରୁ ୪, ଅନୁଗୋଳରୁ ୨, ଜଗତସିଂହପୁରରୁ ୨; ଦେବଗଡ଼ ଓ କଳାହାଣ୍ଡିରୁ ଜଣେ ଲେଖାଏଁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos