ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ତୃତୀୟ ପର୍ଯ୍ୟାୟରେ ୬ଟି ଲୋକସଭା ଓ ୪୨ଟି ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ହେବ। ଏପ୍ରିଲ୍‌ ୨୩ ତାରିଖରେ ଏହି ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏହି ଦିନ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଓ ଭୁବନେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀ ଓ ଏହା ଅନ୍ତର୍ଗତ […]

election

election

Jitendra Garnayak
  • Published: Thursday, 28 March 2019
  • Updated: 28 March 2019, 11:01 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି।

ତୃତୀୟ ପର୍ଯ୍ୟାୟରେ ୬ଟି ଲୋକସଭା ଓ ୪୨ଟି ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ହେବ। ଏପ୍ରିଲ୍‌ ୨୩ ତାରିଖରେ ଏହି ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏହି ଦିନ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଓ ଭୁବନେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀ ଓ ଏହା ଅନ୍ତର୍ଗତ ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ ଅନୁଷ୍ଠିତ ହେବ।

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଏପ୍ରିଲ ୪ ତାରିଖ ସୁଦ୍ଧା ପ୍ରାର୍ଥୀମାନେ ସେମାନଙ୍କ ନାମାଙ୍କନପତ୍ର ଦାଖଲ କରିବେ। ଏପ୍ରିଲ୍ ୫ ତାରିଖରେ ନାମାଙ୍କନପତ୍ରଗୁଡ଼ିକୁ ଯାଞ୍ଚ କରାଯିବ। ଏପ୍ରିଲ୍ ୮ ତାରିଖ ହେଉଛି ନାମାଙ୍କନପତ୍ର ପ୍ରତ୍ୟାହାର କରିବାର ଶେଷ ଦିନ।

କୁଚିଣ୍ଡା, ରେଢ଼ାଖୋଲ, ଦେବଗଡ଼, ଚମ୍ପୁଆ, ପାଲଲହଡ଼ା, ଅନୁଗୋଳ ଓ ଆଠମଲ୍ଲିକ ବିଧାନସଭା ନିର୍ବାଚନ ମଣ୍ଡଳୀରେ ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏ ମତଦାନ ଅନୁଷ୍ଠିତ ହେବ।

ଅନ୍ୟପକ୍ଷରେ ରେଙ୍ଗାଲି, ସମ୍ବଲପୁର, ତେଲକୋଇ, ଘଷିପୁରା, ଆନନ୍ଦପୁର, ପାଟଣା, କେନ୍ଦୁଝର, କରଞ୍ଜିଆ, ଢେଙ୍କାନାଳ, ହିନ୍ଦୋଳ, କାମାକ୍ଷାନଗର, ପରଜଙ୍ଗ, ତାଳଚେର, ଛେଣ୍ଡିପଦା, ବଡ଼ମ୍ବା, ବାଙ୍କୀ, ଆଠଗଡ଼, ବାରବାଟୀ-କଟକ, ଚୌଦ୍ୱାର-କଟକ, କଟକ ସଦର, ପୁରୀ, ବ୍ରହ୍ମଗିରି, ସତ୍ୟବାଦୀ, ପିପିଲି, ଜୟଦେବ, ଭୁବନେଶ୍ୱର (ମଧ୍ୟ). ଭୁବନେଶ୍ୱର (ଉତ୍ତର), ଭୁବନେଶ୍ୱର (ଏକାମ୍ର), ଜଟଣୀ, ବେଗୁନିଆ, ଖୋର୍ଦ୍ଧା, ଚିଲିକା, ରଣପୁର, ଖଣ୍ଡପଡ଼ା ଓ ନୟାଗଡ଼ ଆଦି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏ ଭୋଟ୍ ଗ୍ରହଣ ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story