ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ  ପ୍ରକାଶ ପାଇଲା ବିଜ୍ଞପ୍ତି। ରିଟର୍ଣ୍ଣିଂ ଅଫିସର ତଥା ଉପଜିଲ୍ଲାପାଳଙ୍କ ପକ୍ଷରୁ ଏନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଫଳରେ  ଆଜିଠାରୁ ଆରମ୍ଭ ହେବ ନାମାଙ୍କନ ପ୍ରକ୍ରିୟା । ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ଆଶାୟୀମାନେ ନାମାଙ୍କନପତ୍ର ଦାଖଲ କରିପାରିବେ। ମେ’ ୧୨ରେ ନାମାଙ୍କନପତ୍ର ଯାଞ୍ଚ କରାଯିବ। ୧୭ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ଚାହିଁଲେ ସେମାନଙ୍କ ନାମାଙ୍କନପତ୍ର ପ୍ରତ୍ୟାହାର କରିପାରିବେ। ଗତକାଲି ଉପନିର୍ବାଚନକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ […]

Election

Election

Niharika Rout
  • Published: Wednesday, 04 May 2022
  • Updated: 04 May 2022, 02:48 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ  ପ୍ରକାଶ ପାଇଲା ବିଜ୍ଞପ୍ତି। ରିଟର୍ଣ୍ଣିଂ ଅଫିସର ତଥା ଉପଜିଲ୍ଲାପାଳଙ୍କ ପକ୍ଷରୁ ଏନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଫଳରେ  ଆଜିଠାରୁ ଆରମ୍ଭ ହେବ ନାମାଙ୍କନ ପ୍ରକ୍ରିୟା ।

ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ଆଶାୟୀମାନେ ନାମାଙ୍କନପତ୍ର ଦାଖଲ କରିପାରିବେ। ମେ’ ୧୨ରେ ନାମାଙ୍କନପତ୍ର ଯାଞ୍ଚ କରାଯିବ। ୧୭ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ଚାହିଁଲେ ସେମାନଙ୍କ ନାମାଙ୍କନପତ୍ର ପ୍ରତ୍ୟାହାର କରିପାରିବେ।

ଗତକାଲି ଉପନିର୍ବାଚନକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ବସିଥିଲା।  ନିର୍ବାଚନ ଆଚରଣ ବିଧି ପାଳନ ଉପରେ ନଜର ରଖିବା ଲାଗି ଏକ ଟିମ୍ ଗଢାଯାଇଥିଲା। ଆଇନଶୃଙ୍ଖଳା ରକ୍ଷା ଲାଗି ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା।

ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ହେଲେ ଏଥର ୨ଲକ୍ଷ ୧୪ ହଜାର ୨୬୧ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ। ଗତ ନିର୍ବାଚନରେ ୨୫୭ଟି ବୁଥ୍ ଥିଲା। ତେବେ ଉପନିର୍ବାଚନରେ ଅଧିକ ୨୨ଟି ବୁଥ୍ ପ୍ରତିଷ୍ଠା ପାଇଁ ଜିଲ୍ଲା ପ୍ରଶାସନ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ପ୍ରସ୍ତାବ ଦେଇଛନ୍ତି। ମେ’ ୩୧ରେ ହେବ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ଭୋଟ ହେବ।

ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ପରେ ଏହି ଆସନ ଖାଲି ପଡ଼ିଛି । ଡିସେମ୍ବର ୩୦ରେ ଶ୍ରୀ ମହାନ୍ତିଙ୍କ ଅକାଳ ମୃତ୍ୟୁ ହୋଇଥିବାବେଳେ ମେ’ ୩୦ତାରିଖ ସୁଦ୍ଧା ୬ମାସ ପୂରଣ ହେଉଛି। ଇତିମଧ୍ୟରେ ପ୍ରାୟ ସାଢ଼େ ୪ମାସ ବିତିଯାଇଛି  । ତେଣୁ ଏହି ଆସନ ପୂରଣ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି।

ଏହି ଆସନ ପାଇଁ ନିଜକୁ ଯୋଗ୍ୟ ଦାବିଦାର ବୋଲି କହିବା ସହ ମୁହଁ ଖୋଲିଛନ୍ତି ଦିବଂଗତ ବିଧାୟକ କିଶୋର ମହାନ୍ତିଙ୍କ ପତ୍ନୀ ଅକଳା ମହାନ୍ତି । ତାଙ୍କ ପତିଙ୍କ ଆସନରୁ ବିଜେଡି ପ୍ରାର୍ଥୀ ହେବେ ବୋଲି ସେ ଦୃଢ଼ ଆଶାବ୍ୟକ୍ତ କରିଛନ୍ତି । ଟିକେଟ୍ ପାଇବା ନେଇ ମୁଖ୍ୟମନ୍ତ୍ରୀଙ୍କ ଉପରେ ସେ ଦୃଢ଼ ବିଶ୍ୱାସ ବ୍ୟକ୍ତ କରିଛନ୍ତି । ନିୟମ ଦୃଷ୍ଟିରୁ ସେ ଟିକେଟ୍ ପାଇବାକୁ ଯୋଗ୍ୟ ବୋଲି କହି ବିଜେଡି ଉପରେ ଚାପ ପକାଇବାକୁ ଉଦ୍ୟମ କରିଛନ୍ତି । ହେଲେ ବିଜେଡି ପକ୍ଷରୁ କାହାକୁ ପ୍ରାର୍ଥୀ ବୋଲି ଘୋଷଣା କରାଯାଇନି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story