ଓଏଏସସ୍ତରରେ ବଦଳି : ରାଜେନ୍ଦ୍ର ମିଞ୍ଜ ହେଲେ ଏମକେସିଜି ମେଡିକାଲ କଲେଜ ରେଜିଷ୍ଟ୍ରାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ଓଏଏସସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଭଞ୍ଜନଗର ଉପଜିଲ୍ଲାପାଳ ତଥା ବରିଷ୍ଠ ଓଏଏସ୍ ରାଜେନ୍ଦ୍ର ମିଞ୍ଜଙ୍କୁ ପଦୋନ୍ନତି ଦେଇ ବ୍ରହ୍ମପୁରସ୍ଥିତ ଏମକେସିଜି ମେଡିକାଲ କଲେଜର ରେଜିଷ୍ଟ୍ରାର(ପ୍ରଶାସନିକ) ଭାବେ ବଦଳି କରାଯାଇଛି। ସେହିପରି ଗଞ୍ଜାମ ଡିଆରଡିଏ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଜ୍ୟୋତି ଶଙ୍କର ରାୟଙ୍କୁ ଭଞ୍ଜନଗର ଉପଜିଲ୍ଲାପାଳ ଭାବେ ବଦଳି ହୋଇଛି । ରଙ୍ଗେଇଲୁଣ୍ଡା ବିଡିଓ ପ୍ରସନ୍ନ କୁମାର ପାତ୍ରଙ୍କୁ ଗଞ୍ଜାମ […]

MKCG

MKCG

Ordigital Desk
  • Published: Friday, 27 May 2022
  • Updated: 28 May 2022, 07:59 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ଓଏଏସସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଭଞ୍ଜନଗର ଉପଜିଲ୍ଲାପାଳ ତଥା ବରିଷ୍ଠ ଓଏଏସ୍ ରାଜେନ୍ଦ୍ର ମିଞ୍ଜଙ୍କୁ ପଦୋନ୍ନତି ଦେଇ ବ୍ରହ୍ମପୁରସ୍ଥିତ ଏମକେସିଜି ମେଡିକାଲ କଲେଜର ରେଜିଷ୍ଟ୍ରାର(ପ୍ରଶାସନିକ) ଭାବେ ବଦଳି କରାଯାଇଛି।
ସେହିପରି ଗଞ୍ଜାମ ଡିଆରଡିଏ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଜ୍ୟୋତି ଶଙ୍କର ରାୟଙ୍କୁ ଭଞ୍ଜନଗର ଉପଜିଲ୍ଲାପାଳ ଭାବେ ବଦଳି ହୋଇଛି । ରଙ୍ଗେଇଲୁଣ୍ଡା ବିଡିଓ ପ୍ରସନ୍ନ କୁମାର ପାତ୍ରଙ୍କୁ ଗଞ୍ଜାମ ଜିଲ୍ଲା ଡିଆରଡିଏ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ବଦଳି ହୋଇଛି ।
ସେହିପରି କଟକରେ ଅବକାରୀ ଡେପୁଟି କମିଶନର ରାମଚନ୍ଦ୍ର ପାଲଟାଙ୍କୁ ପଦୋନ୍ନତି ଦିଆଯାଇ ସେଠାରେ କାର୍ଯ୍ୟ କରିବାକୁ କୁହାଯାଇଛି । ବରିଷ୍ଠ ଓଏଏସ୍ ସୁଦାମ ଚରଣ ମଣ୍ଡଳଙ୍କୁ ଏମଏସଏମଇ ବିଭାଗର ଅତିରିକ୍ତ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି । ଶ୍ରୀ ମଣ୍ଡଳ ଏବେ ଶିଳ୍ପ(କେଭିଆଇ)ର ଅତିରିକ୍ତ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି । ତାଙ୍କୁ ଅତିରିକ୍ତ ଭାବେ ନୂଆ ଦାୟିତ୍ୱ ତୁଲାଇବାକୁ କୁହାଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story