କାବୁଲ୍‌କୁ ପୁଲିସ୍‌ ମାରିଲା ଗୁଳି

ଜୟପୁର(ଟି.ଗୌରିଶଙ୍କର): ଜୟପୁର ଟାଉନ ଥାନା ଅନ୍ତର୍ଗତ ହାତୀଶାଳ ଛକରେ ପୁଲିସ୍‌ ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ କାବୁଲ୍‌ ଖରା ଆହତ ହୋଇଛି। ତାର ଡାହାଣ ଗୋଡ଼ରେ ଗୁଳି ବାଜିଛି। ତାକୁ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। କାବୁଲ୍‌ ନିକଟରୁ ଗୋଟିଏ ପିସ୍ତଲ ଓ କାର୍‌ ଜବତ କରାଯାଇଛି। ତା’ ନାଁରେ ଜୟପୁର ଟାଉନ, ଜୟପୁର ସଦର, ବୋରିଗୁମ୍ମା ଓ ନବରଙ୍ଗପୁର ଥାନାରେ ମାମଲା ରହିଛି। ଆଜି ଭୋର୍‌ ପ୍ରାୟ ସାଢ଼େ ୪ଟା ବେଳେ ଏହି ଏନକାଉଣ୍ଟର […]

encounter,,,,,,,,,,,,,,

encounter,,,,,,,,,,,,,,

Tapaswini Nayak
  • Published: Wednesday, 17 July 2019
  • Updated: 17 July 2019, 08:46 AM IST

ଜୟପୁର(ଟି.ଗୌରିଶଙ୍କର): ଜୟପୁର ଟାଉନ ଥାନା ଅନ୍ତର୍ଗତ ହାତୀଶାଳ ଛକରେ ପୁଲିସ୍‌ ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ କାବୁଲ୍‌ ଖରା ଆହତ ହୋଇଛି। ତାର ଡାହାଣ ଗୋଡ଼ରେ ଗୁଳି ବାଜିଛି। ତାକୁ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

କାବୁଲ୍‌ ନିକଟରୁ ଗୋଟିଏ ପିସ୍ତଲ ଓ କାର୍‌ ଜବତ କରାଯାଇଛି। ତା’ ନାଁରେ ଜୟପୁର ଟାଉନ, ଜୟପୁର ସଦର, ବୋରିଗୁମ୍ମା ଓ ନବରଙ୍ଗପୁର ଥାନାରେ ମାମଲା ରହିଛି। ଆଜି ଭୋର୍‌ ପ୍ରାୟ ସାଢ଼େ ୪ଟା ବେଳେ ଏହି ଏନକାଉଣ୍ଟର ହୋଇଥିଲା।

ସୂଚନା ଅନୁଯାୟୀ, କାବୁଲ୍‌ ହାତୀଶାଳ ଛକରେ ଥିବା ନେଇ ପୁଲିସ୍‌ କୌଣସି ସୂତ୍ରରୁ ଖବର ପାଇଥିଲା। ପୁଲିସ୍ ସେଠାରେ ପହଞ୍ଚି ତାକୁ ଧରିବାକୁ ଉଦ୍ୟମ କରିଥିଲା। ତେବେ କାବୁଲ୍‌ ପୁଲିସ୍ ଉପରକୁ ଦୁଇ ରାଉଣ୍ଡ ଗୁଳି ଚଳାଇ ଖସିଯିବାକୁ ପ୍ରୟାସ କରିଥିଲା। ପୁଲିସ୍ ଏହାର ଜବାବ ଦେଇଥିଲା। ପୁଲିସ୍ ତା’ ଉପରକୁ ତିନି ରାଉଣ୍ଡ ଗୁଳି ଚଳାଇଥିଲା। ଏଥିରେ କାବୁଲ୍‌ ଆହତ ହୋଇଥିଲା। ସେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ ମଧ୍ୟ କରୁଥିଲା ବୋଲି ସୂଚନା ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story