ପାପାକୁ ବାନ୍ଧିଲା ପୁଲିସ୍‌

ବାଲେଶ୍ୱର(ରଶ୍ମି ରଞ୍ଜନ ଦାସ): ଗ୍ୟାଙ୍ଗଷ୍ଟର୍‌ ତଥା ଦୁର୍ଦ୍ଦାନ୍ତ ଅପରାଧୀ ପାପା ପଣ୍ଡା ଓରଫ ଚିନ୍ମୟକୁ ବାଲେଶ୍ୱର ପୁଲିସ୍‌ ଗିରଫ କରିଛି। ଗତକାଲି ବାଲେଶ୍ୱର ଡିଏସ୍‌ପି ମନୋଜ ରାଉତଙ୍କ ନେତୃତ୍ୱରେ ପୁଲିସ୍‌ର ଏକ ସ୍ପେଶାଲ୍‌ ଟିମ୍‌ କଟକରୁ ଚିନ୍ମୟକୁ ଗିରଫ କରିଥିଲା। ତା’ ନାଁରେ ବିଭିନ୍ନ ଥାନାରେ ବହୁ ହତ୍ୟା ଓ ଅପରାଧିକ ମାମଲା ରହିଛି। ପାପା ଦୁଇ ବର୍ଷ ହେବା ଫେରାର ଥିଲା। ୨୦୧୬ରେ ଗ୍ୟାଙ୍ଗଷ୍ଟର୍ ଖାସୁଆ ଓରଫ ସୁଶାନ୍ତ ଦାସକୁ ହତ୍ୟାକରି ସେ ଫେରାର ହୋଇ […]

papa-1234

papa-1234

Tapaswini Nayak
  • Published: Sunday, 01 September 2019
  • Updated: 01 September 2019, 02:15 PM IST

Sports

Latest News

ବାଲେଶ୍ୱର(ରଶ୍ମି ରଞ୍ଜନ ଦାସ): ଗ୍ୟାଙ୍ଗଷ୍ଟର୍‌ ତଥା ଦୁର୍ଦ୍ଦାନ୍ତ ଅପରାଧୀ ପାପା ପଣ୍ଡା ଓରଫ ଚିନ୍ମୟକୁ ବାଲେଶ୍ୱର ପୁଲିସ୍‌ ଗିରଫ କରିଛି। ଗତକାଲି ବାଲେଶ୍ୱର ଡିଏସ୍‌ପି ମନୋଜ ରାଉତଙ୍କ ନେତୃତ୍ୱରେ ପୁଲିସ୍‌ର ଏକ ସ୍ପେଶାଲ୍‌ ଟିମ୍‌ କଟକରୁ ଚିନ୍ମୟକୁ ଗିରଫ କରିଥିଲା। ତା’ ନାଁରେ ବିଭିନ୍ନ ଥାନାରେ ବହୁ ହତ୍ୟା ଓ ଅପରାଧିକ ମାମଲା ରହିଛି।

ପାପା ଦୁଇ ବର୍ଷ ହେବା ଫେରାର ଥିଲା। ୨୦୧୬ରେ ଗ୍ୟାଙ୍ଗଷ୍ଟର୍ ଖାସୁଆ ଓରଫ ସୁଶାନ୍ତ ଦାସକୁ ହତ୍ୟାକରି ସେ ଫେରାର ହୋଇ ଯାଇଥିଲା। ବାଲେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ ତାକୁ ପଳାତକ ଘୋଷଣା ମଧ୍ୟ କରିଥିଲେ। ସେହିଭଳି ମାଣିଖମ୍ୱର ଟ୍ରେଲର୍‌ ଓ ଟ୍ରକ ବ୍ୟବସାୟୀ ହେମନ୍ତ ମହାପାତ୍ରଙ୍କୁ ମଧ୍ୟ ସେ ହତ୍ୟା କରିଥିବା ପୁଲିସ୍‌ ପକ୍ଷରୁ ସୂଚନା ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story