ବ୍ଲକ୍‌ ଓ ସ‍‌‍‌ବ୍‌ଡିଭିଜନ୍‌ରେ ମିଳିବ ଡିଏଲ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ନୂତନ ସଂଶୋଧିତ ମୋଟର ଯାନ ଆଇନ୍ ଲାଗୁ ହେବା ପରେ ରାଜ୍ୟରେ ଜୋରଦାର ଧରପକଡ଼ ଚାଲିଛି। ତେଣୁ ଡ୍ରାଇଭିଂ ଲାଇସେନ୍ସ ସହ ଗାଡ଼ିର ସମସ୍ତ କାଗଜପତ୍ର କରିବାକୁ ଆରଟିଓ ଅଫିସ୍‌ରେ ଲୋକଙ୍କ ଲମ୍ୱା ଲାଇନ୍‌ ଲାଗୁଛି। ଏହାକୁ ଦୃଷ୍ଟିରେ ରଖି ବ୍ଲକ୍‌ ଓ ସବଡିଭିଜନ୍‌ ସ୍ତରରେ କ୍ୟାମ୍ପ କରାଯିବ ବୋଲି ଆଜି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି। ଫଳରେ ଲୋକେ ସେଠାରୁ ଡ୍ରାଇଭିଂ ଲାଇସେନ୍ସ ପାଇ ପାରିବେ। ପ୍ରଥମେ ଗାଡ଼ି ଚାଳକଙ୍କୁ […]

minister

minister

Jyoshna Pradhan
  • Published: Tuesday, 24 September 2019
  • Updated: 24 September 2019, 02:52 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ନୂତନ ସଂଶୋଧିତ ମୋଟର ଯାନ ଆଇନ୍ ଲାଗୁ ହେବା ପରେ ରାଜ୍ୟରେ ଜୋରଦାର ଧରପକଡ଼ ଚାଲିଛି। ତେଣୁ ଡ୍ରାଇଭିଂ ଲାଇସେନ୍ସ ସହ ଗାଡ଼ିର ସମସ୍ତ କାଗଜପତ୍ର କରିବାକୁ ଆରଟିଓ ଅଫିସ୍‌ରେ ଲୋକଙ୍କ ଲମ୍ୱା ଲାଇନ୍‌ ଲାଗୁଛି। ଏହାକୁ ଦୃଷ୍ଟିରେ ରଖି ବ୍ଲକ୍‌ ଓ ସବଡିଭିଜନ୍‌ ସ୍ତରରେ କ୍ୟାମ୍ପ କରାଯିବ ବୋଲି ଆଜି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି। ଫଳରେ ଲୋକେ ସେଠାରୁ ଡ୍ରାଇଭିଂ ଲାଇସେନ୍ସ ପାଇ ପାରିବେ। ପ୍ରଥମେ ଗାଡ଼ି ଚାଳକଙ୍କୁ ଲର୍ଣ୍ଣିଂ ଲାଇସେନ୍ସ ଦେବାର ବ୍ୟବସ୍ଥା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ସେହିପରି ଏହି କ୍ୟାମ୍ପଗୁଡ଼ିକରେ ପଲ୍ୟୁସନ୍ ଅଣ୍ଡର କଣ୍ଟ୍ରୋଲ୍‌ (ପିୟୁସି) ସାର୍ଟିଫିକେଟ୍‌ ବି ଦିଆଯିବ।

ଅନ୍ୟପକ୍ଷରେ ଅକ୍ଟୋବର ୧ ତାରିଖରୁ ସବୁ ଗାଡ଼ି ପାଇଁ ଅନ୍‌ଲାଇନ୍ ପଲ୍ୟୁସନ୍ ଟେଷ୍ଟିଂ ସାର୍ଟିଫିକେଟ୍‌ ବାଧ୍ୟତାମୂଳକ କରାଯାଇଛି। ଏହି ସାର୍ଟିଫିକେଟ୍ ‘VAHAN’ରେ ଅପ୍‌ଲୋଡ୍‌ ହୋଇଥିବା ଆବଶ୍ୟକ। ସେହିପରି କୌଣସି ପଲ୍ୟୁସନ୍ ଟେଷ୍ଟିଂ ସେଣ୍ଟର ଅକ୍ଟୋବର ପହିଲାରୁ ମାନୁଆଲ୍ ସାର୍ଟିଫିକେଟ୍ ଜାରି କରିପାରିବେ ନାହିଁ। ତେବେ ସେପ୍ଟେମ୍ବର ୩୦ ତାରିଖ ପୂର୍ବରୁ ଜାରି କରାଯାଇଥିବା ମାନୁଆଲ୍ ପଲ୍ୟୁସନ୍ ଅଣ୍ଡର କଣ୍ଟ୍ରୋଲ୍‌ (ପିୟୁସି) ସାର୍ଟିଫିକେଟ୍‌ଗୁଡ଼ିକୁ ଗ୍ରହଣ କରାଯିବା। ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଟ୍ୱିଟ୍ କରି ଏପରି ସୂଚନା ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story