‘ଫାଇଭ-ଟି’ରେ ସାମିଲ ହେଲା ଅଗ୍ନିଶମ ବିଭାଗ, ଏପ୍ରିଲ ୧ରୁ ଅନଲାଇନରେ ମିଳିବ ପ୍ରମାଣପତ୍ର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାରଙ୍କ ‘ଫାଇଭ-ଟି’ କାର୍ଯ୍ୟକ୍ରମରେ ଅଗ୍ନି ସୁରକ୍ଷା ପ୍ରମାଣପତ୍ର ସାମିଲ ହୋଇଛି। ଆସନ୍ତା ଏପ୍ରିଲ ପହିଲାରୁ ଅଗ୍ନି ସୁରକ୍ଷା ପ୍ରମାଣପତ୍ର ପାଇଁ ଆବଶ୍ୟକ ସମସ୍ତ ପ୍ରକ୍ରିୟା ଅନଲାଇନରେ ସମ୍ପାଦନ ହେବ । ବିଭିନ୍ନ ବାସଗୃହ ଓ କୋଠା ପାଇଁ ଅଗ୍ନି ସୁରକ୍ଷା ପ୍ରମାଣପତ୍ର ହାସଲ ନିମନ୍ତେ ଆଉ ଅଗ୍ନିଶମ ସେବା ନିର୍ଦ୍ଦେଶାଳୟକୁ ଦୌଡ଼ିବାକୁ ପଡ଼ିବ ନାହିଁ । ବିଭାଗୀୟ କ୍ଷେତ୍ରୀୟ କର୍ମଚାରୀମାନେ ଏଥିପାଇଁ ଆବଶ୍ୟକ ଅନୁମୋଦନ ଓ ପ୍ରମାଣପତ୍ର ଦେଇପାରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ […]

qw

qw

Hemant Lenka
  • Published: Tuesday, 19 November 2019
  • Updated: 19 November 2019, 10:36 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାରଙ୍କ ‘ଫାଇଭ-ଟି’ କାର୍ଯ୍ୟକ୍ରମରେ ଅଗ୍ନି ସୁରକ୍ଷା ପ୍ରମାଣପତ୍ର ସାମିଲ ହୋଇଛି। ଆସନ୍ତା ଏପ୍ରିଲ ପହିଲାରୁ ଅଗ୍ନି ସୁରକ୍ଷା ପ୍ରମାଣପତ୍ର ପାଇଁ ଆବଶ୍ୟକ ସମସ୍ତ ପ୍ରକ୍ରିୟା ଅନଲାଇନରେ ସମ୍ପାଦନ ହେବ । ବିଭିନ୍ନ ବାସଗୃହ ଓ କୋଠା ପାଇଁ ଅଗ୍ନି ସୁରକ୍ଷା ପ୍ରମାଣପତ୍ର ହାସଲ ନିମନ୍ତେ ଆଉ ଅଗ୍ନିଶମ ସେବା ନିର୍ଦ୍ଦେଶାଳୟକୁ ଦୌଡ଼ିବାକୁ ପଡ଼ିବ ନାହିଁ । ବିଭାଗୀୟ କ୍ଷେତ୍ରୀୟ କର୍ମଚାରୀମାନେ ଏଥିପାଇଁ ଆବଶ୍ୟକ ଅନୁମୋଦନ ଓ ପ୍ରମାଣପତ୍ର ଦେଇପାରିବେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ପରେ ଅଗ୍ନିଶମ ବିଭାଗ ପକ୍ଷରୁ ଏ ସଂକ୍ରାନ୍ତ ବିସ୍ତୃତ ଘୋଷଣାନାମା ପ୍ରକାଶ ପାଇଛି।
ମିଳିଥିବା ସୂଚନା ଅନୁସାରେ, ଅଗ୍ନି ସୁରକ୍ଷା କ୍ଷେତ୍ରରେ ଅଧିକ ସଚେତନତା ଓ ସୁରକ୍ଷିତ ବ୍ୟବସ୍ଥା ପାଇଁ ବିଭିନ୍ନ ଅନୁମୋଦନ ଓ ପ୍ରମାଣପତ୍ର ପ୍ରଦାନ ଅଧିକାରକୁ କ୍ଷେତ୍ରୀୟ କର୍ମଚାରୀମାନଙ୍କୁ ପ୍ରଦାନ କରାଯାଇଛି। ଏହି ନୂଆ ନିଷ୍ପତ୍ତି ଦ୍ୱାରା ଦୈନନ୍ଦିନ ଚଳଣି ଓ ବ୍ୟବସାୟରେ ଅଧିକ ସହଜତା ଆସିପାରିବ। ନୂଆ ନିୟମ ଅନୁସାରେ କ୍ଷେତ୍ରୀୟ କର୍ମଚାରୀମାନେ ଆବଶ୍ୟକ ପ୍ରକ୍ରିୟା ଅନୁସରଣ କରି ଆବେଦନ ଗ୍ର୍ରହଣ କରିବାର ୧୮ଦିନ ମଧ୍ୟରେ ପ୍ରମାଣପତ୍ର ପ୍ରଦାନ କରିବେ। ଏହି ପ୍ରମାଣପତ୍ରର ଅବଧି ୨ବର୍ଷ ପର୍ଯ୍ୟନ୍ତ ବଳବତ୍ତର ରହିବ ଓ ଆବାସିକ କୋଠାବାଡ଼ି କ୍ଷେତ୍ରରେ ଏହା ୫ବର୍ଷ ପର୍ଯ୍ୟନ୍ତ ବଳବତ୍ତର ରହିବ।

ଏହାଦ୍ୱାରା ଅଗ୍ନି ସୁରକ୍ଷା ପ୍ରମାଣପତ୍ର ପ୍ରଦାନ କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆସିପାରିବ। ନୂଆ ନିଷ୍ପତ୍ତି ଅନୁସାରେ ୧୫ମିଟରରୁ କମ୍ ଉଚ୍ଚତା ବିଶିଷ୍ଟ କୋଠା ପାଇଁ ସର୍କଲ ଡେପୁଟି ଫାୟାର ଅଫିସର, ୧୫ରୁ ୩୫ମିଟର ଉଚ୍ଚତା ବିଶିଷ୍ଟ କୋଠା (ମଲଟିପ୍ଲେକ୍ସ ବ୍ୟତୀତ) ପାଇଁ ରେଞ୍ଜ ଫାୟାର ଅଫିସର, ୩୫ମିଟର ବା ତଦୁଦ୍ଧ୍ୱର୍ ଉଚ୍ଚତା ବିଶିଷ୍ଟ କୋଠାବାଡ଼ି ପାଇଁ ମୁଖ୍ୟ ଅଗ୍ନିଶମ ଅଧିକାରୀ, ୧୨ମିଟରରୁ କମ୍ ଉଚ୍ଚତା ତଥା ୩୦ ବେଡ୍ ବିଶିଷ୍ଟ ଚିକିତ୍ସାଳୟ ଓ ଅତିକମରେ ଗୋଟିଏ ଆଇସିୟୁ ଥିଲେ ଆସିଷ୍ଟାଣ୍ଟ ଫାୟାର ଅଫିସରମାନେ ଅଗ୍ନି ସୁରକ୍ଷା ପ୍ରମାଣପତ୍ର ପ୍ରଦାନ କରିପାରିବେ।
ସେହିପରି ପେଟ୍ରୋଲ ପମ୍ପ, ବହୁତଳ କାର ପାର୍କିଂ, ଷ୍ଟାଡ଼ିୟମ, ହୋଟେଲ, ଲଜିଂ, ଗେଷ୍ଟହାଉସ, ସିନେମା ହଲ, ଗୋଦାମ ଘର, ପରିବହନ, ବିକ୍ରୟ ଓ ଆତସବାଜି ଉତ୍ପାଦନ ଓ ବିକ୍ରୟ ଆଦି ପାଇଁ ଭିନ୍ନ ଭିନ୍ନ ର‌୍ୟାଙ୍କର ଅଗ୍ନିଶମ ଅଧିକାରୀମାନେ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ କରିବେ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story