ଥମୁନି କରୋନା ମୃତ୍ୟୁର ତାଣ୍ଡବ; ରାଜ୍ୟରେ ପୁଣି ଆଖି ବୁଜିଲେ ୧୫ ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ  ୧୫ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୨୫ ରେ ପହଞ୍ଚି ଯାଇଛି। Regret to inform the demise of Fifteen Covid positive patients while under treatment in hospitals. 1.A 70-year-old male of Baragarh district. 2.A 34-year-old male of Baragarh […]

2-corona-22

2-corona-22

Tapaswini Nayak
  • Published: Sunday, 08 November 2020
  • Updated: 08 November 2020, 12:16 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ  ୧୫ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୨୫ ରେ ପହଞ୍ଚି ଯାଇଛି।

https://twitter.com/HFWOdisha/status/1325324454721773568?s=20

https://twitter.com/HFWOdisha/status/1325324459285209088?s=20

ଆଜି ସମ୍ବଲପୁରରେ ସର୍ବାଧିକ ତିନି ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବା ବେଳେ ବରଗଡ଼, ବଲାଙ୍ଗିର, ଓ ଭୁବନେଶ୍ବରରୁ ଦୁଇଜଣ ଲେଖାଏଙ୍କର କରୋନାଜନିତ ମୃତ୍ୟୁ ହୋଇଛି। ସେହିପରି କଟକ, ଦେବଗଡ଼, ଗଞ୍ଜାମ, ଖୋର୍ଦ୍ଧା, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ପ୍ରାଣ ହରାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story