ନୂଆଖାଇ ପରଦିନ ଦୁଇଟି ଜିଲ୍ଲା ପାଇଁ ସ୍ପେଶାଲ ଛୁଟି ଘୋଷଣା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନୂଆଖାଇ ପରଦିନ ଦୁଇଟି ଜିଲ୍ଲା ପାଇଁ ସ୍ପେଶାଲ ଛୁଟି ଘୋଷଣା। ଶୁକ୍ରବାର ସମ୍ବଲପୁର ଓ ବରଗଡ଼ ଜିଲ୍ଲା ପାଇଁ ଛୁଟି ଘୋଷଣା। ଆଜି ଛୁଟି ଘୋଷଣା କଲା ରାଜସ୍ୱ ଓ ବିପର୍ଯ୍ୟ ପରିଚାଳନା ବିଭାଗ। ତେଣୁ ନୂଆଖାଇରେ ପଶ୍ଚିମ ଓଡ଼ିଶାର ଦୁଇ ଜିଲ୍ଲାବାସୀ ଦୁଇଦିନ ଛୁଟି ପାଇଛନ୍ତି। ସୂଚନା ଥାଉକି, ରାଜ୍ୟ ସରକାର ନିଜର କର୍ମଚାରୀଙ୍କ ପାଇଁ ଚଳିତବର୍ଷ ସେପ୍ଟେମ୍ବର ୧ ତାରିଖରେ ନୂଆଖାଇ ନିମନ୍ତେ ଗୋଟିଏ ଦିନ ସରକାରୀ ଛୁଟି ଘୋଷଣା କରିଥିଲେ। […]

nuakhai

nuakhai

Niranjan Mishra
  • Published: Tuesday, 30 August 2022
  • Updated: 30 August 2022, 09:18 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନୂଆଖାଇ ପରଦିନ ଦୁଇଟି ଜିଲ୍ଲା ପାଇଁ ସ୍ପେଶାଲ ଛୁଟି ଘୋଷଣା। ଶୁକ୍ରବାର ସମ୍ବଲପୁର ଓ ବରଗଡ଼ ଜିଲ୍ଲା ପାଇଁ ଛୁଟି ଘୋଷଣା। ଆଜି ଛୁଟି ଘୋଷଣା କଲା ରାଜସ୍ୱ ଓ ବିପର୍ଯ୍ୟ ପରିଚାଳନା ବିଭାଗ। ତେଣୁ ନୂଆଖାଇରେ ପଶ୍ଚିମ ଓଡ଼ିଶାର ଦୁଇ ଜିଲ୍ଲାବାସୀ ଦୁଇଦିନ ଛୁଟି ପାଇଛନ୍ତି।

ସୂଚନା ଥାଉକି, ରାଜ୍ୟ ସରକାର ନିଜର କର୍ମଚାରୀଙ୍କ ପାଇଁ ଚଳିତବର୍ଷ ସେପ୍ଟେମ୍ବର ୧ ତାରିଖରେ ନୂଆଖାଇ ନିମନ୍ତେ ଗୋଟିଏ ଦିନ ସରକାରୀ ଛୁଟି ଘୋଷଣା କରିଥିଲେ। ସେହିପରି ଏହି ଦିନକ ରାଜ୍ୟରେ ସମସ୍ତ ବ୍ୟାଙ୍କ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର।

ସେପଟେ ଚଳିତ ମାସ ୨୬ ତାରିଖରେ ପଶ୍ଚିମଓଡ଼ିଶାର ଗଣପର୍ବ ‘ନୂଆଖାଇ’ରେ ୨ଦିନ ସରକାରୀ ଛୁଟି ଘୋଷଣା କରିବା ପାଇଁ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଦାବି କରିଥିଲେ। ଏନେଇ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ୨ପୃଷ୍ଠାର ଚିଠି ଲେଖିଥିଲେ।

ସେ ଜଣାଇଥିଲେ ଯେ, ନୂଆଖାଇ ପର୍ବ ବର୍ଷା ଋତୁ ପରେ ପଶ୍ଚିମଓଡ଼ିଶାର ସମ୍ବଲପୁର, ବରଗଡ଼, କଳାହାଣ୍ଡି ଓ ଅନ୍ୟ ଜିଲ୍ଲାଗୁଡ଼ିକରେ ପାଳନ କରାଯାଏ । ଗାଁ ଲୋକମାନେ ନିଜ ଫସଲ ଅମଳର ପ୍ରଥମ ଭୋଗ ପାରମ୍ପାରିକ ଶୈଳୀରେ ମା’ ସମଲେଇ, ମା’ ମାଣିକେଶ୍ୱରୀ ଓ ସ୍ଥାନୀୟ ମନ୍ଦିରରେ କରିଥାନ୍ତି । ଗୋଟିଏ ଛାତ ତଳେ ବସି ପରିବାରର ସମସ୍ତ ସଦସ୍ୟ ଏହି ଭୋଗ ପାଇବା ସହ ଗୁରୁଜନମାନଙ୍କ ଆଶୀର୍ବାଦ ମଧ୍ୟ ନେଇଥାନ୍ତି । ଯେଉଁମାନେ ଓଡ଼ିଶା ବାହାରେ ରହିଥାନ୍ତି ସେମାନେ ମଧ୍ୟ ନିଜର ପରିବାର, ବନ୍ଧୁବାନ୍ଧବ ଓ ସମ୍ପର୍କୀୟ ସହ ଏହି ପର୍ବ ପାଳନ କରିବାକୁ ଘରକୁ ଆସିଥାନ୍ତି । କେବଳ ସେତିକି ନୁହେଁ ବିଦେଶରେ ଯେଉଁଠି ପଶ୍ଚିମ ଓଡ଼ିଶାର ଲୋକମାନେ ରହୁଛନ୍ତି ଓ ନୂଆଖାଇରେ ଘରକୁ ଆସି ପାରନ୍ତି ନାହିଁ ସେମାନେ ମଧ୍ୟ ସେଠାରେ ଏହି ପର୍ବ ପାଳନ କରାଯାଉଛି । ନୂଆଦିଲ୍ଲୀରେ ଆମର ସାଂସଦମାନଙ୍କ ଉପସ୍ଥିତିରେ ନୂଆଖାଇ ଭେଟଘାଟ ପାଳନ କରାଯାଇଥାଏ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story