ସମ୍ବଲପୁର (ଓଡ଼ିଶା ରିପୋର୍ଟର) ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କଠାରେ ନୂଆଖାଇ ପାଇଁ ଲଗ୍ନ ନିର୍ଦ୍ଧାରଣ ହୋଇଛି। ସମ୍ବଲପୁର ସହରର ଝାଡୁଆପଡ଼ା ବ୍ରହ୍ମପୁରା ମନ୍ଦିରରେ ପଣ୍ଡିତ ମହାସଭାରେ ସେପ୍ଟେମ୍ବର ୩ ତାରିଖ ସକାଳ ୧୦ଟା ୫ରୁ ୧୦ଟା ୨୦ ମଧ୍ୟରେ ନବାନ୍ନ ଲାଗି ହେବ ବୋଲି ନଷ୍ପତ୍ତି ନେଇଛନ୍ତି ।
ପାରମ୍ପରିକ ପୂଜାର୍ଚ୍ଚନା ପରେ ପଣ୍ଡିତମାନେ ପାଞ୍ଜି ଦେଖି ନୂଆଖାଇ ଲଗ୍ନ ସ୍ଥିର କରିଛନ୍ତି । ସବୁବର୍ଷ ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ ପକ୍ଷରୁ ଜନ୍ମାଷ୍ଟମୀ ପରେ ନନ୍ଦ ଉତ୍ସବ ଦିନ ନୂଆ ଖାଇ ଲଗ୍ନ ଧାର୍ଯ୍ୟ କରାଯାଇଥାଏ ବିଦ୍ୟାଦାତା । ମହାପ୍ରଭୁ ଗଣେଶଙ୍କ ପୂଜା ପରଦିନ ଭାଦ୍ରବ ମାସ ପଞ୍ଚମୀ ତିଥିରେ ନୂଆଖାଇ ପାଳନ ହେବାର ପରମ୍ପରା ରହିଛି ।
ଚାଷୀ ଅମଳକ୍ଷମ ଧାନକୁ ଆରାଧ୍ୟ ଦେବୀଙ୍କ ପାଖରେ ସମର୍ପଣ କରିବା ସହ ନବାନ୍ନ ଲାଗି କରାଯାଏ । ଏହାପରେ ସପରିବାର ଏକତ୍ର ବସି ଖାଇବା ସହ ନୂଆଖାଇ ପାଳନ କରିଥାନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ନୂଆ ବର୍ଷରେ ସିସିଟିଭି ନଜରରେ ରହିବ ଶ୍ରୀକ୍ଷେତ୍ର, ଜଗିବେ ୬୦ ପ୍ଲାଟୁନ୍ ଫୋର୍ସ
ଡିସେମ୍ବର ୩୧ ତାରିଖଠୁ ନୂଆବର୍ଷ ପର୍ଯ୍ୟନ୍ତ ପ୍ରବଳ ଭିଡ଼ ଆଶଙ୍କାରେ ପୁରୀରେ ଟ୍ରାଫିକ୍ କଟକଣା ଜାରି କରାଯାଇଛି ।
Miscellaneous
ଲୋକଙ୍କ ପାଇଁ ଆସିଥିଲା, ରାସ୍ତାକଡ଼ରୁ ମିଳିଲା ପୁଳା ପୁଳା ମେଡିସିନ
ଲୋକଙ୍କୁ ବିନା ଖର୍ଚ୍ଚରେ ରୋଗ କବଳରୁ ମୁକୁଳାଇବାକୁ ସରକାର ପାଣି ପରି ଟଙ୍କା ଖର୍ଚ୍ଚ କରୁଛନ୍ତି । ମାତ୍ର ଏହି ମେଡିସିନ ଲୋକେ ଖାଇବା ବଦଳରେ ରାସ୍ତା କଡ଼ରେ ଫୋପଡ଼ା ଯାଉଛି।
Crime
ତୋରଣ ପୋତାକୁ ନେଇ ବିଜେପି- ବିଜେଡି ମୁହାଁମୁହିଁ, ୧୬୩ ଧାରା ଲାଗୁ
ନୂଆବର୍ଷ ତୋରଣ ପୋତାକୁ ନେଇ ବିବାଦ। ବିବାଦ ଉଗ୍ର ରୂପ ନେବାରୁ ଦେଖାଦେଲା ଉତ୍ତେଜନା ଓ ଛକାପଞ୍ଝା। ବିଜେଡି ଓ ବିଜେପି କର୍ମୀ ମୁହାଁମୁହିଁ ହେବା ପରେ ଜାରି ହେଲା ଧାରା ୧୬୩।
Crime
ରାତିରେ କଥା କଟାକଟି, ସକାଳୁ ରେଳ ଧାରଣାରୁ ମିଳିଲା ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ
ସ୍ୱାମୀଙ୍କ ସହ କଥା କଟାକଟି ଅତିଷ୍ଠ କଲା। ତେଣୁ ଘର ସଂସାରର ମୋହ ବି ତୁଛ ଲାଗିଲା। ଏପରି ସମୟରେ ବଞ୍ଚିବାଠୁ ମରିବାକୁ ଶ୍ରେୟକର ଭାବି ରାତି ଅଧରେ ଘର ଛାଡ଼ିଲେ ମହିଳା।
Accident
ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇ ଜଳିଗଲା, ଡ୍ରାଇଭର ଜୀବନ୍ତ ଦଗ୍ଧ
ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇ ଲାଗି ଯାଇଛି ନିଆଁ। ଏହି ନିଆଁରେ ଜଣେ ଟ୍ରକ୍ ଚାଳକ ଜୀବନ୍ତ ଦଗ୍ଧ ହୋଇ ଯାଇଥିବା ବେଳେ ଆଉ ଜଣେ ଡ୍ରାଇଭରଙ୍କ ପତ୍ତା ମିଳୁନି।