ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ହେଉଛି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟ୍ୱିଟ୍ କରି ସମସ୍ତଙ୍କୁ ନୂଆଁଖାଇ ଜୁହାର ବୋଲି କହିଛନ୍ତି। ସେ ଉଭୟ ଓଡ଼ିଆ ଓ ଇଂରାଜୀରେ ଟ୍ୱିଟ୍ କରିଛନ୍ତି। ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ଆମ ଚାଷୀ ଭାଇମାନଙ୍କର କଠିନ ପରିଶ୍ରମର ଉତ୍ସବ ହେଉଛି ପବିତ୍ର ନୂଆଁଖାଇ। ସେମାନଙ୍କର ଝାଳବୁହା ପରିଶ୍ରମ କାରଣରୁ ଆମ ଦେଶକୁ ଅନ୍ନ ମିଳୁଛି। ଏହି ବିଶେଷ ଦିବସରେ ସମସ୍ତଙ୍କ […]

modi

modi

Jitendra Garnayak
  • Published: Sunday, 23 August 2020
  • Updated: 23 August 2020, 09:17 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ହେଉଛି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟ୍ୱିଟ୍ କରି ସମସ୍ତଙ୍କୁ ନୂଆଁଖାଇ ଜୁହାର ବୋଲି କହିଛନ୍ତି। ସେ ଉଭୟ ଓଡ଼ିଆ ଓ ଇଂରାଜୀରେ ଟ୍ୱିଟ୍ କରିଛନ୍ତି।

ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ଆମ ଚାଷୀ ଭାଇମାନଙ୍କର କଠିନ ପରିଶ୍ରମର ଉତ୍ସବ ହେଉଛି ପବିତ୍ର ନୂଆଁଖାଇ। ସେମାନଙ୍କର ଝାଳବୁହା ପରିଶ୍ରମ କାରଣରୁ ଆମ ଦେଶକୁ ଅନ୍ନ ମିଳୁଛି। ଏହି ବିଶେଷ ଦିବସରେ ସମସ୍ତଙ୍କ ଉନ୍ନତି ଏବଂ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।

ପ୍ରଧାନମନ୍ତ୍ରୀଙ୍କ ଭଳି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ନୂଆଁଖାଇର ଶୁଭକାମନା ଜଣାଇଛନ୍ତି। ସେ ଟ୍ୱିଟ୍ କରି ଲେଖିଛନ୍ତି- କୃଷିଭିତ୍ତିକ ଗଣପର୍ବ ନୂଆଁଖାଇର ଶୁଭକାମନା। ଏହି ଅବସରରେ ମା’ ସମଲେଶ୍ୱରୀଙ୍କ ନିକଟରେ ସମସ୍ତଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story