ଆଜି ନୂଆଖାଇ, ମା’ଙ୍କ ପାଖରେ ଲାଗି ହେବ ନବାହ୍ନ

ସମ୍ବଲପୁର(ଓଡ଼ିଶା ରିପୋର୍ଟର): ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ । ଏଥିଲାଗି ଗାଁଠୁ ସହର ଚଳଚଞ୍ଚଳ।  ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ନିକଟରେ ଲାଗି ହେବ ନବାନ୍ନ  । ଏହାପରେ ଘରେ ଘରେ ନୂଆ ଖାଇବେ ସମସ୍ତେ । କୋଭିଡ ନିୟମ ମାନି ଭକ୍ତମାନେ ମା’ଙ୍କ ଦର୍ଶନ କରିବେ।  ଭକ୍ତମାନଙ୍କ ଭିଡ଼କୁ ନଜରରେ ରଖି ମା’ଙ୍କର ଦର୍ଶନ ସମୟକୁ ପରିଚାଳନା କମିଟି ପକ୍ଷରୁ ବଦଳାଯାଇଛି।  ଦିନ ସାଢେ ୧୨ଟାରୁ ସନ୍ଧ୍ୟା ୫ଟା ୩୦ ପର୍ଯ୍ୟନ୍ତ ଭକ୍ତମାନଙ୍କ […]

maa samaleswari

maa samaleswari

Niharika Rout
  • Published: Saturday, 11 September 2021
  • Updated: 11 September 2021, 08:13 AM IST

Sports

Latest News

ସମ୍ବଲପୁର(ଓଡ଼ିଶା ରିପୋର୍ଟର): ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ । ଏଥିଲାଗି ଗାଁଠୁ ସହର ଚଳଚଞ୍ଚଳ।  ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ନିକଟରେ ଲାଗି ହେବ ନବାନ୍ନ  । ଏହାପରେ ଘରେ ଘରେ ନୂଆ ଖାଇବେ ସମସ୍ତେ ।

କୋଭିଡ ନିୟମ ମାନି ଭକ୍ତମାନେ ମା’ଙ୍କ ଦର୍ଶନ କରିବେ।  ଭକ୍ତମାନଙ୍କ ଭିଡ଼କୁ ନଜରରେ ରଖି ମା’ଙ୍କର ଦର୍ଶନ ସମୟକୁ ପରିଚାଳନା କମିଟି ପକ୍ଷରୁ ବଦଳାଯାଇଛି।  ଦିନ ସାଢେ ୧୨ଟାରୁ ସନ୍ଧ୍ୟା ୫ଟା ୩୦ ପର୍ଯ୍ୟନ୍ତ ଭକ୍ତମାନଙ୍କ ପାଇଁ ମନ୍ଦିର ଖୋଲା ରହିବ । ନୂଆଖାଇ ପାଳନ କରିବାକୁ ଦୂରଦୂରାନ୍ତରେ ଥିବା ପରିବାର ସଦସ୍ୟ ଘରେ ପହଞ୍ଚି ସାରିଛନ୍ତି । ଘରେ ଘରେ ବନ୍ଧୁବାନ୍ଧବଙ୍କ ଭିଡ ଜମିଛି ।

ଗତକାଲି ବଲାଙ୍ଗିରରେ ପାହୁର ଶୋଭାଯାତ୍ରା ହୋଇଛି । କୋଭିଡ କଟକଣା ମଧ୍ୟରେ ସ୍ୱଳ୍ପ ସଂଖ୍ୟକ ଲୋକଙ୍କ ଗହଣରେ ଇଷ୍ଟଦେବୀ ମା’ ସମଲେଶ୍ୱରୀ, ପାଟଣେଶ୍ୱରୀଙ୍କ ସମେତ ବିଭିନ୍ନ ଦେବଦେବୀଙ୍କ ମନ୍ଦିରରେ ପାହୁର ପହଞ୍ଚିଛି  । ଏହାସହ ବିଭିନ୍ନ ସହରରେ ନୂଆଖାଇ ପାଇଁ ବଜାରରେ ପାର୍ବଣ ହାଟ ବସିଛି ।

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ଅବସରରେ ପ୍ରଖ୍ୟାତ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ବାଲୁକା କଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି । ମା ସମଲେଶ୍ୱରୀଙ୍କ ଆଶୀର୍ବାଦରୁ ଏଥର ଭଲ ଚାଷ ହେଉ ବୋଲି ସେ ପ୍ରାର୍ଥନା କରିଛନ୍ତି । ଏହାସହ ସେ ପଶ୍ଚିମ ଓଡ଼ିଶାର ସମସ୍ତ ଭାଇଭଉଣୀଙ୍କୁ ନୂଆଖାଇ ଜୁହାର ଜଣାଇଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story