ନୂଆପଡା: ମାଓ ପ୍ରବଣ ନୂଆପଡା ଜିଲ୍ଲାରେ ସ୍ୱାଧୀନତା ଦିବସ ସୁରୁଖୁରରେ ପାଳନ କରାଯିବା ପାଇଁ ଜିଲ୍ଲା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ମାଓବାଦୀ ଆକ୍ରମଣ ଦୃଷ୍ଟିରେ ରଖି ନୂଆପଡା ଜିଲ୍ଲାର ବିଭିନ୍ନ ସ୍ଥାନରେ ପୋଲିସ ତରଫରୁ ଯାନବାହାନ ଯାଞ୍ଚ କରାଯାଇଛି। ଜିଲ୍ଲାର ସମସ୍ତ ଥାନା ଓ ସିକ୍ୟୁରିଟି ପଷ୍ଟୋକୁ ସଜାଗ କରାଯାଇଛି। ସିଆରଫିଏଫ ସହ ମିଶି ଜିଲ୍ଲାର ବିଭିନ୍ନ ସ୍ଥାନରେ କୋମ୍ବିଂ ଅପେରେସନ କରାଯାଉଛି। ଅଗଷ୍ଟ ୧୫ତାରିଖ ଦିନ ନୂଆପଡା ମିନି ଷ୍ଟାଡିୟମ ଜିଲ୍ଲା ସ୍ତରୀୟ ପତାକା ଉତ୍ତୋଳନ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସିଆରପିଏଫ, ଏସଓଜି, ସୁରକ୍ଷା ବାହିନୀ ତରଫରୁ ସୁରକ୍ଷା ବ୍ୟବସ୍ଥା କରାଯାଇଥିବା ନୂଆପଡା ଏସପି କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରୁଷରେ ଶାନ୍ତିର ବାର୍ତ୍ତା ପ୍ରଚାର କରୁଛନ୍ତି ବିକେ ସୁଧାରାଣୀ; ସମ୍ମାନିତ କଲେ ରାଷ୍ଟ୍ରପତି
ପ୍ରଧାନମନ୍ତ୍ରୀଙ୍କ ଟାକ୍ସ ‘ପରବର୍ତ୍ତୀ ସମୟରେ ଆଉ ୫ ଜଣଙ୍କୁ ସାଥୀରେ ଆଣିବାକୁ’ ନେଇ ବିକେ ସୁଧାରାଣୀ ଗୁପ୍ତା କହିଛନ୍ତି, ନିଶ୍ଚିତ ଭାବେ ପରବର୍ତ୍ତୀ ପ୍ରବାସୀ ଭାରତୀୟ ଦିବସରେ ଆମେ ଆଉ ୫ ଜଣଙ୍କୁ ସାଥୀରେ ଧରି ଆସିବୁ।
Miscellaneous
ଓଡ଼ିଆ ଝିଅ, ଇଂଲଣ୍ଡରେ ଗଢିଛନ୍ତି ଜଗନ୍ନାଥ ମନ୍ଦିର
୨୦୨୧ ମସିହାରେ ମହାପ୍ରଭୁଙ୍କ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କରିଛୁ। ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ପୂଜା ନୀତି ସମ୍ପନ୍ନ ହେଉଛି। ଦୂର ଦୂରାନ୍ତ ଶ୍ରାଦ୍ଧାଳୁମାନେ ଆସୁଛନ୍ତି। ପ୍ରତିଦିନ ମହାପ୍ରସାଦ ଓ ଛପନ ଭୋଗ ପ୍ରସ୍ତୁତ ହେଉଛି।
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।