କାଲିଠୁ ବଢ଼ିବ ଟିକାକରଣ ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନା ମହାମାରୀ ପାଇଁ ଟିକାକରଣ ଶନିବାରଠାରୁ ଆରମ୍ଭ ହୋଇଛି। ଆଜି ଟିକାକରଣ ବନ୍ଦ ରହିଥିବା ବେଳେ ଆସନ୍ତାକାଲିଠାରୁ ପୁଣି ଆରମ୍ଭ ହେବ। ତେବେ ଆସନ୍ତାକାଲିଟାରୁ ଯେଉଁ ଟିକାକରଣ ଆରମ୍ଭ ହେବ, ତା’ର ସଂଖ୍ୟା ବଢ଼ିବ। ସମସ୍ତ ମେଡିକାଲ୍ କଲେଜରେ ୫ଟି ସେସନରେ ଟିକାକରଣ ହେବ। ପ୍ରତି ସେସନରେ ୨ଶହ ଜଣଙ୍କୁ ଟିକା ଦିଆଯିବ। ସେହିପରି ରାଜ୍ୟର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସହ ଉପଖଣ୍ଡ ଚିକିତ୍ସାଳୟରେ ଟିକାକରଣ ଲାଗି ଦୁଇଟି ସେସନ କରାଯିବ। ପ୍ରତି […]

pradeep

pradeep

Ranjit Kumar Jena
  • Published: Sunday, 17 January 2021
  • Updated: 17 January 2021, 04:24 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନା ମହାମାରୀ ପାଇଁ ଟିକାକରଣ ଶନିବାରଠାରୁ ଆରମ୍ଭ ହୋଇଛି। ଆଜି ଟିକାକରଣ ବନ୍ଦ ରହିଥିବା ବେଳେ ଆସନ୍ତାକାଲିଠାରୁ ପୁଣି ଆରମ୍ଭ ହେବ। ତେବେ ଆସନ୍ତାକାଲିଟାରୁ ଯେଉଁ ଟିକାକରଣ ଆରମ୍ଭ ହେବ, ତା'ର ସଂଖ୍ୟା ବଢ଼ିବ। ସମସ୍ତ ମେଡିକାଲ୍ କଲେଜରେ ୫ଟି ସେସନରେ ଟିକାକରଣ ହେବ। ପ୍ରତି ସେସନରେ ୨ଶହ ଜଣଙ୍କୁ ଟିକା ଦିଆଯିବ। ସେହିପରି ରାଜ୍ୟର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସହ ଉପଖଣ୍ଡ ଚିକିତ୍ସାଳୟରେ ଟିକାକରଣ ଲାଗି ଦୁଇଟି ସେସନ କରାଯିବ। ପ୍ରତି ସେସନରେ ଶହେ ଜଣ ଲେଖାଏଁ ଲୋକଙ୍କୁ ଟିକା ଦିଆଯିବ।

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ଉପଖଣ୍ଡ ଚିକିତ୍ସାଳୟରେ ଦିନକୁ ୨ଶହ ଜଣଙ୍କୁ ଟିକାକରଣ କରାଯିବ। ଆଜି ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ। ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ସହରାଞ୍ଚଳ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଗୋଟିଏ ଲେଖାଏଁ ସେସନ୍ କରାଯିବ। ପ୍ରତି ସେସନରେ ଶହେ ଜଣଙ୍କୁ ଟିକା ଦିଆଯିବ। ଆସନ୍ତାକାଲିଠୁ ପ୍ରତି ସେଣ୍ଟରରେ ୬ ଜଣ ଭ୍ୟାକସିନ୍ ଇନଚାର୍ଜ ରହିବେ। ପିଏସଚି ଓ ସିଏଚସିରେ ପୂର୍ବ ନିର୍ଦ୍ଦାରିତ ନିୟମ ଅନୁସାରେ ଟିକାକରଣ ହେବ। ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ପରିବାର କଲ୍ୟାଣ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।

ଗତକାଲି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଟିକାକରଣରେ ୧୩ ହଜାର ୯୮୦ ଜଣଙ୍କୁ ଟିକା ଦିଆଯାଇଛି। ଆସନ୍ତା ୨୫ ତାରିଖ ସୁଦ୍ଧା ସାରା ରାଜ୍ୟରେ ୩ ଲକ୍ଷ ୨୮ ହଜାର ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବାକୁ ଲକ୍ଷ୍ୟ ରଖାଯାଇଛି। ପ୍ରଥମଦିନରେ ଡାକ୍ତର, ସ୍ୱାସ୍ଥ୍ୟକର୍ମୀ ଓ କରୋନା ଯୋଦ୍ଧାମାନଙ୍କୁ ଟୀକା ପ୍ରଦାନ କରାଯାଇଛି। ରାଜ୍ୟରେ ସମସ୍ତ ଜିଲ୍ଲାରେ ମୋଟ ୧୬୧ଟି କେନ୍ଦ୍ରରେ ଟୀକାଦାନ ନିମନ୍ତେ ବ୍ୟବସ୍ଥା ହୋଇଥିଲା। ଏଥିରେ ଖୋର୍ଦ୍ଧା ଓ କଟକ ଜିଲ୍ଲାରେ ସର୍ବାଧିକ ୧୧ଟି ଲେଖାଁଏ ସ୍ଥାନରେ ଓ ମୟୂରଭଞ୍ଜ ଜିଲ୍ଲାରେ ୧୦ଟି ସ୍ଥାନରେ ଟୀକାଦାନ ବ୍ୟବସ୍ଥା ହୋଇଛି।

ସବୁ ଟିକାକରଣ କେନ୍ଦ୍ରରେ ୱେଟିଂ ରୁମ୍‌, ଭ୍ୟାକ୍ସିନ୍‌ ରୁମ୍‌ ଓ ଅବ୍‌ଜରଭେସନ୍‌ ରୁମ୍‌ର ବ୍ୟବସ୍ଥା ହୋଇଛି। ପ୍ରତି କେନ୍ଦ୍ରରେ ୫ ଜଣିଆ ଭ୍ୟାକ୍ସିନେସନ୍‌ ଟିମ୍‌ ପ୍ରସ୍ତୁତ ଅଛନ୍ତିା ତେବେ ଟିକାକରଣକୁ ନେଇ କୌଣସି ପ୍ରଶ୍ନ ବା ସହାୟତାର ଆବଶ୍ୟକତା ଥିଲେ ସ୍ୱାସ୍ଥ୍ୟ ସହାୟତା ନମ୍ବର ୧୦୪ କିମ୍ବା ୧୦୭୫ ନମ୍ବରରେ ଫୋନ୍‌ କରିବାକୁ କୁହଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story