ପାରଳାଖେମୁଣ୍ଡି(ଆଦର୍ଶ ଦାସ): ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହରର ଏକ ଘରୋଇ ନର୍ସିଂହୋମ୍ର ୩ ଜଣ କର୍ମଚାରୀ ଏକ ସଙ୍ଗେ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହାପରେ ନର୍ସିଂହୋମ୍କୁ ସିଲ୍ କରି ଦିଆଯାଇଛି। ୭ ଦିନ ପାଇଁ ସମ୍ପୃକ୍ତ ନର୍ସିଂହୋମକୁ ସିଡିଏମ୍ଓ ସିଲ୍ କରିଦେଇଛନ୍ତି। ସହରରେ ଥିବା ଅନ୍ୟ ନର୍ସିଂହୋମଗୁଡ଼ିକରେ ମଧ୍ୟ ଯାଞ୍ଚ କଡ଼ାକଡ଼ି କରାଯାଇଛି।
ସୂଚନାଯୋଗ୍ୟ, ଗଜପତି ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୫ରେ ପହଞ୍ଚିଛି। ଆକ୍ଟିଭ୍ କେସ୍ ୩୦୨ ରହିଛି। ୧୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୬୮୫୯ରେ ପହଞ୍ଚିଥିବା ବେଳେ ୪୭୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଲେଣି। ରାଜ୍ୟର ବିଭିନ୍ନ ହସ୍ପିଟାଲରେ ୨୦୮୬ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍, ପ୍ରଶାସନ ଓ ପୁଲିସକୁ ଖୋଲା ଚ୍ୟାଲେଞ୍ଜ
ଶ୍ରୀମନ୍ଦିର ଉପରେ ପ୍ରାୟ ଅଧଘଣ୍ଟା ଧରି ଡ୍ରୋନ୍ ଉଡ଼ିଲା, ଆଉ ଲୋକେ ଏସବୁକୁ ଦେଖିପାରିଲେ। ହେଲେ ନା ପୁଲିସ୍ ନା ଶ୍ରୀମନ୍ଦିର ପ୍ରଶାସନର କୌଣସି ଅଧିକାରୀ କେହି ଏସମ୍ପର୍କରେ ଟିକିଏ ବି ଟେର ପାଇଲେନି।
Miscellaneous
ପ୍ରବାସୀ ଭାରତୀୟ ଦିବସ: ସଜେଇ ହେଲାଣି ଜନତା ମଇଦାନ, ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜିପି
ପ୍ରବାସୀ ଭାରତୀୟଙ୍କ ମନ ମୋହିବାକୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତକଳାରେ ସଜେଇ ହେଲାଣି ଜନତା ମଇଦାନରେ ଓଡ଼ିଶା ପାଭିଲିୟନ। ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ପୁଲିସ୍ ଡିଜି।
Politics
ବିଜେଡିରେ ଦ୍ୱିତୀୟ ଓ ତୃତୀୟ ପିଢ଼ିର ନେତାଙ୍କ ଭିତରେ ବିବାଦ!
କିଛି ଦିନ ତଳେ ପୂର୍ବତନ ବିଧାୟକଙ୍କ ପୁଅମାନେ ମେଳି କରିଥିବା ନଜରକୁ ଆସିଥିଲା। ଯେଉଁଥିରେ ଥିଲେ ସମ୍ବିତ ରାଉତରାୟ, ରୁଦ୍ର ମହାରଥୀ, ବିଷ୍ଣୁବ୍ରତ ରାଉତରାୟ, ଚନ୍ଦ୍ରସାରଥି ବେହେରା, ଅଂଶୁମାନ ମହାନ୍ତି, ପ୍ରଣବ ବଳବନ୍ତରାୟ ପ୍ରମୁଖ।
Miscellaneous
ଆରମ୍ଭ ହେଲା ସହିଦ ମାଧୋ ସିଂ ହାତ ଖର୍ଚ୍ଚ
ସହିଦ ମାଧୋ ସିଂ ହାତ ଖର୍ଚ୍ଚ ବାବଦକୁ ଟଙ୍କା ସିଧା ବ୍ୟାଙ୍କ ଆକାଉଣ୍ଟକୁ ଯିବ। ଶୈକ୍ଷିକ ବାତାବରଣ ଓ ଆଦିବାସୀ ଛାତ୍ରଛାତ୍ରୀଙ୍କ ଶିକ୍ଷାର ମାନକୁ ବଢ଼ାଇବାକୁ ଏହି ପ୍ରୋତ୍ସାହନ ରାଶି ପ୍ରଦାନ ବ୍ୟବସ୍ଥା କରାଯାଇଛି।
Politics
ବିଜେଡି ନେତାଙ୍କ ମୂଷା ଉପାକ୍ଷାନ
ମୂଷା ବଂଶ କ’ଣ ଲୋପ୍ କରାଯାଇପାରିବ ନାହିଁ କି ପ୍ରଶ୍ନରେ ସମ୍ୱିତ କହିଛନ୍ତି, ମୂଷା ବଂଶ କ’ଣ ନିପାତ ହୋଇପାରିବ? କାରଣ ସେମାନଙ୍କର ପ୍ରଜନନ କ୍ଷମତା ଅଧିକ। ତେଣୁ ସେମାନେ ରହିବେ। ସେମାନଙ୍କ ବଂଶ ଲୋକ କରିହେବନି।