ଓଏଏସ୍ ପରୀକ୍ଷାରେ କୃତକାର୍ଯ୍ୟ ପରୀକ୍ଷାର୍ଥୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୨୦୧୧ ମସିହା ଓଏଏସ୍ ପରୀକ୍ଷାରେ କୃତକାର୍ଯ୍ୟ ପରୀକ୍ଷାର୍ଥୀମାନଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯାଇଛି। ଭୁବନେଶ୍ୱର ଜୟଦେବ ଭବନରେ  ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ  ପ୍ରାର୍ଥୀଙ୍କୁ ଏହି ନିଯୁକ୍ତିପତ୍ର ପ୍ରଦାନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୋଟ ୪୧୮ ଜଣ ପ୍ରାର୍ଥୀ ଏହି ନିଯୁକ୍ତି ପତ୍ର ଗ୍ରହଣ କରିଥିଲେ। ଏହି ଅବସରରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସାଂସଦ ପ୍ରସନ୍ନ ପାଟ୍ଟଶାଣୀ ଏବଂ  ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ ପ୍ରମୁଖ ଉପସ୍ଥିତ ଥିଲେ। ପ୍ରାର୍ଥୀମାନଙ୍କୁ ପ୍ରଶାସନିକ […]

cm

cm

Rakesh Mallick
  • Published: Saturday, 05 March 2016
  • Updated: 05 March 2016, 03:33 AM IST

ଭୁବନେଶ୍ୱର: ୨୦୧୧ ମସିହା ଓଏଏସ୍ ପରୀକ୍ଷାରେ କୃତକାର୍ଯ୍ୟ ପରୀକ୍ଷାର୍ଥୀମାନଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯାଇଛି। ଭୁବନେଶ୍ୱର ଜୟଦେବ ଭବନରେ  ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ  ପ୍ରାର୍ଥୀଙ୍କୁ ଏହି ନିଯୁକ୍ତିପତ୍ର ପ୍ରଦାନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୋଟ ୪୧୮ ଜଣ ପ୍ରାର୍ଥୀ ଏହି ନିଯୁକ୍ତି ପତ୍ର ଗ୍ରହଣ କରିଥିଲେ। ଏହି ଅବସରରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସାଂସଦ ପ୍ରସନ୍ନ ପାଟ୍ଟଶାଣୀ ଏବଂ  ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ ପ୍ରମୁଖ ଉପସ୍ଥିତ ଥିଲେ।

ପ୍ରାର୍ଥୀମାନଙ୍କୁ ପ୍ରଶାସନିକ ସେବାରେ ଯୋଗଦେଇଥିବାରୁ ଶୁଭେଚ୍ଛା ଜଣାଇବା ସହ ଏକ୍ଷେତ୍ରରେ ରାଜ୍ୟର ବିକାଶରେ ସହଯୋଗ କରିବା ପାଇଁ ଯଥେଷ୍ଟ ସୁଯୋଗ ରହିଛି ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story