କଟକ(ଓଡ଼ିଶା ରିପୋର୍ଟର): ଅଗଷ୍ଟ ୨୭ ତାରିଖରେ ହେବ ଓଏଏସ୍ ପ୍ରିଲିମ୍ ପରୀକ୍ଷା। ଏ ନେଇ ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଦୁଇଟି ସିଟିଂରେ ପରୀକ୍ଷା ହେବ। ସକାଳ ୧୦ରୁ ୧୨ ଜିଏସ୍ ପ୍ରଥମ ପେପର ଓ ସାଢ଼େ ଗୋଟାଏରୁ ସାଢ଼େ ୩ଟା ପର୍ଯ୍ୟନ୍ତ ଦ୍ୱିତୀୟ ପେପର ପରୀକ୍ଷା ହେବ। ଏଥିପାଇଁ ରାଜ୍ୟରେ ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ, ସମ୍ବଲପୁର ଆଦି ୫ଟି ସ୍ଥାନରେ ପରୀକ୍ଷା କେନ୍ଦ୍ର କରାଯାଇଛି।
ଭିନ୍ନକ୍ଷମ ପରୀକ୍ଷାର୍ଥୀଙ୍କୁ ଏହି ପରୀକ୍ଷାରେ ଅତିରିକ୍ତ ୪୦ ମିନିଟ ସମୟ ଦିଆଯିବ। ପରବର୍ତ୍ତୀ ସମୟରେ ଯୋଗ୍ୟ ପରୀକ୍ଷାର୍ଥୀଙ୍କ ପାଇଁ OPSC ୱେବସାଇଟ୍ରେ ଆଡ୍ମିଶନ ସାର୍ଟିଫିକେଟ୍ ଉପଲବ୍ଧହେବ ବୋଲି OPSC ପକ୍ଷରୁ କୁହାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।