ଭୁଲ୍ ହୋଇଛି, କିନ୍ତୁ ମୁଁ ଭୁଲ୍ କରିନି: ଏଲିନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ହୀରାକୁଦ ନିଷିଦ୍ଧାଞ୍ଚଳରେ ୩ ଅଭିନେତ୍ରୀଙ୍କ ଭିଡିଓ ଭାଇରାଲ୍‌ ଘଟଣାରେ ମୁହଁ ଖୋଲିଛନ୍ତି ଏଲିନା ସାମନ୍ତରାୟ। ସେ କହିଛନ୍ତି, “ଭୁଲ୍ ହୋଇଛି, କିନ୍ତୁ ମୁଁ ଭୁଲ୍ କରିନି। ମୁଁ ଭିଡିଓ କ୍ୟାପ୍ଚର୍ କରିନି କି ମୋ ସୋଶାଲ୍‌ ସାଇଟ୍‌ରେ ତାହା ଅପଲୋଡ୍‌ ହୋଇନି। ନିଷିଦ୍ଧାଞ୍ଚଳରେ ଭିଡିଓ କରାଯିବା ଭୁଲ୍, କିନ୍ତୁ ମୁଁ ସେ ଭୁଲ୍ କରିନି। କେବଳ ମୋତେ କ୍ୟାପ୍ଚର କରାଯିବା ବେଳେ ମୁଁ ସତର୍କ ନଥିଲି। ଏଣିକି ଯେବେ କେହି ମୋ ଭିଡିଓ […]

v-900

v-900

Tapas Behera
  • Published: Monday, 16 December 2019
  • Updated: 16 December 2019, 04:08 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ହୀରାକୁଦ ନିଷିଦ୍ଧାଞ୍ଚଳରେ ୩ ଅଭିନେତ୍ରୀଙ୍କ ଭିଡିଓ ଭାଇରାଲ୍‌ ଘଟଣାରେ ମୁହଁ ଖୋଲିଛନ୍ତି ଏଲିନା ସାମନ୍ତରାୟ। ସେ କହିଛନ୍ତି, “ଭୁଲ୍ ହୋଇଛି, କିନ୍ତୁ ମୁଁ ଭୁଲ୍ କରିନି। ମୁଁ ଭିଡିଓ କ୍ୟାପ୍ଚର୍ କରିନି କି ମୋ ସୋଶାଲ୍‌ ସାଇଟ୍‌ରେ ତାହା ଅପଲୋଡ୍‌ ହୋଇନି। ନିଷିଦ୍ଧାଞ୍ଚଳରେ ଭିଡିଓ କରାଯିବା ଭୁଲ୍, କିନ୍ତୁ ମୁଁ ସେ ଭୁଲ୍ କରିନି। କେବଳ ମୋତେ କ୍ୟାପ୍ଚର କରାଯିବା ବେଳେ ମୁଁ ସତର୍କ ନଥିଲି। ଏଣିକି ଯେବେ କେହି ମୋ ଭିଡିଓ କ୍ୟାପ୍ଚର କରିବେ, ମୁଁ ଧ୍ୟାନ ଦେବି।” ଏହା ସହିତ ପୁଲିସ୍‌ର ସମସ୍ତ ତଦନ୍ତକୁ ସାମ୍ନା କରିବେ ବୋଲି ଏଲିନା କହିଛନ୍ତି।

ଏହି ଭିଡିଓରେ ଏଲିନାଙ୍କ ସହିତ ଅଭିନେତ୍ରୀ ପ୍ରକୃତି ମିଶ୍ର ଓ ଲୋଭିନା ନାୟକଙ୍କ ସହ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଝିଅ ଦୀପାଲିଙ୍କୁ ଦେଖିବାକୁ ମିଳିଛି। ନିଷିଦ୍ଧାଞ୍ଚଳରେ କେତୋଟି କାର୍‌ ମଧ୍ୟ ଛିଡ଼ା ହୋଇଥିବା ଭାଇରାଲ ଭିଡିଓରେ ଦେଖାଯାଉଛି।

କାହା ଅନୁମତିରେ ସେମାନେ ସେଠାକୁ ଗଲେ ଓ ଫଟୋ ଉଠାଇବାକୁ ସେମାନଙ୍କୁ କିଏ ଅନୁମତି ଦେଲା, ତାହା ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ଏସ୍‌ପି କହିଛନ୍ତି। ଏହି ଘଟଣା ପ୍ରଘଟ ହେବା ପରେ ହୀରାକୁଦ ଏସ୍‌ଡିପିଓଙ୍କୁ ରିପୋର୍ଟ ଦେବାକୁ ସମ୍ୱଲପୁର ଏସ୍‌ପି  ନିର୍ଦ୍ଦେଶ ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story