ଇନ୍‌ଟାଞ୍ଜିବଲ୍ କଲ୍‌ଚରାଲ୍ ହେରିଟେଜ୍ ତାଲିକାରେ ସାମିଲ ହେଲା ଓଡ଼ିଆ ପରମ୍ପରା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। ଇନ୍‌ଟାଞ୍ଜିବଲ୍ କଲ୍‌ଚରାଲ୍ ହେରିଟେଜ୍ ତାଲିକାରେ ସାମିଲ ହେଲା ଓଡ଼ିଶାର ୩ଟି ସାଂସ୍କୃତିକ ପରମ୍ପରା। ମାଣବସା ଗୁରୁବାର, ଛଉ ନୃତ୍ୟ ଓ ରାବଣ ଛାୟାକୁ ଇନ୍‌ଟାଞ୍ଜିବଲ୍ କଲ୍‌ଚରାଲ ହେରିଟେଜ୍ ତାଲିକାରେ ସାମିଲ କରିଛନ୍ତି ଭାରତ ସରକାର। ଏ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଏଥିଲାଗି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟ୍ଟେଲଙ୍କୁ ଧନ୍ୟବାଦ ଜଣାଇଛନ୍ତି। […]

dharmendra

Tapaswini Nayak
  • Published: Wednesday, 22 April 2020
  • , Updated: 22 April 2020, 02:39 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। ଇନ୍‌ଟାଞ୍ଜିବଲ୍ କଲ୍‌ଚରାଲ୍ ହେରିଟେଜ୍ ତାଲିକାରେ ସାମିଲ ହେଲା ଓଡ଼ିଶାର ୩ଟି ସାଂସ୍କୃତିକ ପରମ୍ପରା।

ମାଣବସା ଗୁରୁବାର, ଛଉ ନୃତ୍ୟ ଓ ରାବଣ ଛାୟାକୁ ଇନ୍‌ଟାଞ୍ଜିବଲ୍ କଲ୍‌ଚରାଲ ହେରିଟେଜ୍ ତାଲିକାରେ ସାମିଲ କରିଛନ୍ତି ଭାରତ ସରକାର।

ଏ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଏଥିଲାଗି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟ୍ଟେଲଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଭାରତ ସରକାରଙ୍କ ଏହି ନିର୍ଣ୍ଣୟ ଓଡ଼ିଶାର ଅନନ୍ୟ, ଐତିହ୍ୟ ଓ ସଂସ୍କୃତିକୁ ବିଶ୍ୱ ଦରବାରରେ ଉପସ୍ଥାପିତ କରିବ ବୋଲି କେନ୍ଦ୍ର ମନ୍ତ୍ରୀ କହିଛନ୍ତି।

Related story