ସୁନ୍ଦରଗଡର ବୋହୂଙ୍କୁ ସୁନ୍ଦରୀ ମୁକୁଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୁଣି ଚମକିଲେ ଓଡ଼ିଆ ବୋହୂ। ସାରା ଦେଶରେ ଓଡ଼ିଶାର ରଖିଲେ ଟେକ। ସୁନ୍ଦରଗଡର ବୋହୂ ପିନ୍ଧିଲେ ସୁନ୍ଦରୀ ମୁକୁଟ। ସୁନ୍ଦରଗଡ଼ କାଂଶବାହାଲର ବୋହୂ ନବଦୀପ କୌର ବନିଛନ୍ତି ଚଳିତ ବର୍ଷର ମିସେସ୍ ଇଣ୍ଡିଆ। ମୁମ୍ବାଇରେ ଆୟୋଜିତ ହୋଇଥିବା ପ୍ରତିଯୋଗିତାରେ ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ମହିଳାଙ୍କୁ ପଛରେ ପକାଇ ବାଜି ମାରିଛନ୍ତି ନବଦୀପ। ଗତ ଅକ୍ଟୋବରରୁ ମିସେସ୍ ଇଣ୍ଡିଆ ପ୍ରତିଯୋଗିତାରେ ଅନଲାଇନରେ ଭାଗ ନେବା ପରେ ଏଥିରେ ବିଭିନ୍ନ ରାଉଣ୍ଡରେ ଉଲ୍ଲେଖନୀୟ ସଫଳତା ହାସଲ […]

MISS-INDIA

MISS-INDIA

Madhupriya Mistry
  • Published: Wednesday, 27 January 2021
  • Updated: 27 January 2021, 10:19 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୁଣି ଚମକିଲେ ଓଡ଼ିଆ ବୋହୂ। ସାରା ଦେଶରେ ଓଡ଼ିଶାର ରଖିଲେ ଟେକ। ସୁନ୍ଦରଗଡର ବୋହୂ ପିନ୍ଧିଲେ ସୁନ୍ଦରୀ ମୁକୁଟ। ସୁନ୍ଦରଗଡ଼ କାଂଶବାହାଲର ବୋହୂ ନବଦୀପ କୌର ବନିଛନ୍ତି ଚଳିତ ବର୍ଷର ମିସେସ୍ ଇଣ୍ଡିଆ। ମୁମ୍ବାଇରେ ଆୟୋଜିତ ହୋଇଥିବା ପ୍ରତିଯୋଗିତାରେ ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ମହିଳାଙ୍କୁ ପଛରେ ପକାଇ ବାଜି ମାରିଛନ୍ତି ନବଦୀପ।

ଗତ ଅକ୍ଟୋବରରୁ ମିସେସ୍ ଇଣ୍ଡିଆ ପ୍ରତିଯୋଗିତାରେ ଅନଲାଇନରେ ଭାଗ ନେବା ପରେ ଏଥିରେ ବିଭିନ୍ନ ରାଉଣ୍ଡରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିଲେ ସେ। ଗତ ଦୁଇ ଦିନ ତଳେ ମୁମ୍ବାଇରେ ଆୟୋଜିତ ଫାଇନାଲ୍ ରାଉଣ୍ଡରେ ନବଦୀପ ସୁନ୍ଦରୀ ମୁକୁଟ ହାତେଇଛନ୍ତି। ତାଙ୍କୁ କ୍ରାଉନ୍ ପିନ୍ଧାଇ ବିଜେତା ଘୋଷିତ କରାଯାଇଛି ।

ବିବାହ ପରେ ବି ମହିଳା ନିଜ ପ୍ରତିଭାକୁ ପରିପ୍ରକାଶ କରିପାରିବେ । କେବଳ ଘରର ଚାରି କାନ୍ଥରେ ନୁହେଁ ସେ ବାହାରକୁ ବାହାରି ନିଜ ପରିବାରକୁ ଗର୍ବିତ କରାଇପାରିବେ ବୋଲି ନବଦୀପ ନିଜ ପ୍ରତିକ୍ରିୟାରେ କହିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story