ରାଉରକେଲା(ସତ୍ୟାନନ୍ଦ ମହାନ୍ତି):ଫ୍ୟାସନ ଜଗତରେ ପୁଣି ଚମକିଲେ ଓଡ଼ିଆ ଝିଅ। ଏଥର ସୁନ୍ଦରୀ ପ୍ରତିଯୋଗିତାରେ ଓଡ଼ିଶାର ନାଁକୁ ଗୌରବାନ୍ୱିତ କରିଛନ୍ତି ରାଉରକେଲା ଝିଅ ଯୁଗଜ୍ୟୋତି ମହାନ୍ତି। ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଯୁବତୀଙ୍କୁ ପଛରେ ପକାଇ ଯୁଗଜ୍ୟୋତି ହାତେଇଛନ୍ତି ୨ଟି ଆୱାର୍ଡ।
ନୂଆଦିଲ୍ଲୀରେ Evick Entertainment ପକ୍ଷରୁ ଆୟୋଜିତ ପ୍ରତିଯୋଗିତରେ ଯୁଗଜ୍ୟୋତି ମହାନ୍ତି Miss India Universe crown ଜିତିବାରେ ସକ୍ଷମ ହୋଇଛନ୍ତି । ଏଥିସହ ସେ gorgeious face subtitle ମଧ୍ୟ ହାସଲ କରିଛନ୍ତି । ସେଠାରୁ ଫେରି ଆସିବା ପରେ ରାଉରକେଲା ରେଳ ଷ୍ଟେସନରେ ତାଙ୍କୁ ସ୍ୱାଗତ କରାଯାଇଥିଲା ।
ଉତ୍ତରାଖଣ୍ଡ universityରୁ ସାଇନ୍ସ ଗ୍ରାଜୁଏଟ ଡିଗ୍ରୀ ହାସଲ କରିଥିବା ଯୁଗଜ୍ୟୋତି ଆଗକୁ glamour ଦୁନିଆରେ ପ୍ରବେଶ କରିବାକୁ ଚାହାନ୍ତି ବୋଲି କହିଛନ୍ତି । ଏହି ପ୍ରତିଯୋଗିତାରେ ଓଡିଶାରୁ ଦୁଇଜଣ ଯୁବତୀ ସାମିଲ ହୋଇଥିଲେ। ସେମାନେ ଓଡିଶା ଫେସନ ଭିଲ୍ଲା ପକ୍ଷରୁ ଆୟୋଜିତ ପ୍ରତିଯୋଗିତା ପରେ ଦିଲ୍ଲୀ ପ୍ରତିଯୋଗିତାରେ ସାମିଲ ଦେଇଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଚନ୍ଦ୍ରଭାଗା ବୁଡ଼ ପାଇଁ ବସିଲା ପ୍ରଥମ ସମନ୍ୱୟ ବୈଠକ
ଚନ୍ଦ୍ରଭାଗା ବୁଡ଼ ପାଇଁ ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ଼ ରହିବ। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ତିନି ଠାକୁରଙ୍କ ସେବାୟତଙ୍କ ଉପସ୍ଥିତିରେ ଠାକୁରମାନଙ୍କ ଶୋଭାଯାତ୍ରା ଓ ମହାସ୍ନାନ ସମ୍ପର୍କରେ ଆଲୋଚନା କରାଯାଇଥିଲା।
Crime
ଦେଖି ପାରିଲେନି ଉଜୁଡ଼ା ଫସଲ, ଟଳି ପଡ଼ିଲେ ଚାଷୀ
ଅଦିନିଆ ବର୍ଷା ଯୋଗୁ ବର୍ଷକର ପରିଶ୍ରମ ଧୋଇ ଯାଇଥିବା ବେଳେ ଏହାକୁ ଦେଖି ସହି ପାରିଲେନି ଚାଷୀ। ପରିବାର ମୁହଁରେ କିପରି ଦାନା ଦେବେ ଭାବି ସେହିଠାରେ ହିଁ ସେ ଟଳି ପଡ଼ିଲେ।
Science & Environment
ପଶ୍ଚିମବଙ୍ଗ ଜଙ୍ଗଲରେ ବୁଲୁଛି ଜିନ୍ନତ, ଖୁବ୍ ଶୀଘ୍ର ହେବ ଟ୍ରାଙ୍କୁଲାଇଜ
ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଓ ଓଡ଼ିଶା ବନ ବିଭାଗ ଜିନ୍ନତକୁ ଟ୍ରାକ କରୁଛନ୍ତି । ଜିନ୍ନତକୁ ଖାଦ୍ୟ ଦେବା ପାଇଁ ଚେଷ୍ଟା କରାଯାଉଛି । ଖାଦ୍ୟ ଗ୍ରହଣ କରିବା ପରେ ତାକୁ ଟ୍ରାଙ୍କୁଲାଇଜ୍ କରାଯିବ ।
Crime
ଚାଷ ଉଜାଡ଼ି ଦେଲା ଅଦିନିଆ ବର୍ଷା, ଜୀବନ ହାରିଲେ ଚାଷୀ
ଦୈତାରୀଙ୍କର ନିଜର କିଛି ବିଲ ନ ଥିବା ବେଳେ ସେ ଭାଗ ଚାଷ କରିଥାନ୍ତି। ଚଳିତ ବର୍ଷ ଚାଷ କରିବା ନିମନ୍ତେ ସେ ବହୁ ଟଙ୍କା଼ ଲୋନ୍ ବି କରିଥିଲେ।
Events & Festivals
ନୂଆ ବର୍ଷରେ ସିସିଟିଭି ନଜରରେ ରହିବ ଶ୍ରୀକ୍ଷେତ୍ର, ଜଗିବେ ୬୦ ପ୍ଲାଟୁନ୍ ଫୋର୍ସ
ଡିସେମ୍ବର ୩୧ ତାରିଖଠୁ ନୂଆବର୍ଷ ପର୍ଯ୍ୟନ୍ତ ପ୍ରବଳ ଭିଡ଼ ଆଶଙ୍କାରେ ପୁରୀରେ ଟ୍ରାଫିକ୍ କଟକଣା ଜାରି କରାଯାଇଛି ।