ପିପିଲି( ଦ୍ୱିତୀକୃଷ୍ଣ ପଟ୍ଟନାୟକ): ତାମିଲନାଡ଼ୁରେ ଓଡ଼ିଆ ଶ୍ରମିକଙ୍କୁ ମାଡ଼। ତିରୁପୁରରେ ଥିବା ଏକ ଘରୋଇ କମ୍ପାନୀରେ ମାଡ଼ ମରାଯାଇଥିବା ନେଇ ସାଘାଂତିକ ଅଭିଯୋଗ ଆସିଛି। କମ୍ପାନୀର ସ୍ଥାନୀୟ କର୍ମଚାରୀମାନେ ହିଁ ସେମାନଙ୍କୁ ପିଟିଛନ୍ତି। ଏହି ସମୟର ଭିଡିଓ ଏବେ ଭାଇରାଲ୍ ହୋଇଛି। ଏଥିରେ ଶ୍ରମିକମାନଙ୍କୁ ବାଡ଼ିରେ ନିସ୍ତୁକ ମାଡ଼ ମରାଯାଉଥିବା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତିଙ୍କ ମୁଣ୍ଡ ଫାଟି ଯିବା ସହ ରକ୍ତ ବାହାରୁଛି।
୩ ଶହରୁ ଅଧିକ ଓଡ଼ିଆ ଲୋକେ ଏହି କମ୍ପାନୀରେ କାମ କରୁଛନ୍ତି। ତେବେ ଲକ୍ଡାଉନ୍ ପରେ ଏମାନଙ୍କୁ ଦରମା ମିଳି ନଥିଲା। ଏମାନେ କମ୍ପାନୀ କର୍ତ୍ତୃପକ୍ଷଙ୍କୁ ଦରମା ମାଗିଥିଲେ। କମ୍ପାନୀ କର୍ତ୍ତୃପକ୍ଷଙ୍କ ପାଖକୁ ଏକଜୁଟ୍ ହୋଇ ଯାଇ ସମସ୍ତେ ଟଙ୍କା ମାଗିଥିଲେ। ହେଲେ ଦରମା ଦେବା ପରିବର୍ତ୍ତେ କମ୍ପାନୀର ସ୍ଥାନୀୟ କର୍ମଚାରୀ ତାଙ୍କୁ ପ୍ରବଳ ପିଟିଥିବା ଅଭିଯୋଗ ହୋଇଛି। ତେବେ ଏନେଇ ସଂପୃକ୍ତ କମ୍ପାନୀର ପ୍ରତିକ୍ରିୟା ମିଳିପାରିନି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...