ଆଖି ବୁଜିଲେ ପ୍ରଯୋଜକ ତୋଫାନ ତ୍ରିପାଠୀ

ସମ୍ବଲପୁର(ଓଡ଼ିଶା ରିପୋର୍ଟର): ବରିଷ୍ଠ ଓଡିଆ ଚଳଚ୍ଚିତ୍ର ପ୍ରଯୋଜକ ତୋଫାନ ତ୍ରିପାଠୀଙ୍କ ଗତକାଲି ସମ୍ବଲପୁରରେ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୨ବର୍ଷ ବୟସ ହୋଇଥିଲା । ସେ କିଛିଦିନ ହେଲା ଅସୁସ୍ଥ ଥିଲେ। ସ୍ୱର୍ଗତ ତୋଫାନ ତ୍ରିପାଠୀ ଓଡିଆ ଚଳଚ୍ଚିତ୍ର ‘ସାଧନା’ ଓ ‘ଅଶାନ୍ତଗ୍ରହ’ର ପ୍ରଯୋଜକ ଥିଲେ । ୧୯୬୩ମସିହାରେ ମୁକ୍ତିଲାଭ କରିଥିବା ସାଧନା ଚଳଚ୍ଚିତ୍ର ଆଞ୍ଚଳିକ ଫିଲ୍ମଭାବେ ଜାତୀୟ ପୁରସ୍କାର ପାଇଥିଲା  ।

death

death

Niharika Rout
  • Published: Saturday, 03 October 2020
  • Updated: 03 October 2020, 08:20 AM IST

Sports

Latest News

ସମ୍ବଲପୁର(ଓଡ଼ିଶା ରିପୋର୍ଟର): ବରିଷ୍ଠ ଓଡିଆ ଚଳଚ୍ଚିତ୍ର ପ୍ରଯୋଜକ ତୋଫାନ ତ୍ରିପାଠୀଙ୍କ ଗତକାଲି ସମ୍ବଲପୁରରେ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୨ବର୍ଷ ବୟସ ହୋଇଥିଲା । ସେ କିଛିଦିନ ହେଲା ଅସୁସ୍ଥ ଥିଲେ।

ସ୍ୱର୍ଗତ ତୋଫାନ ତ୍ରିପାଠୀ ଓଡିଆ ଚଳଚ୍ଚିତ୍ର ‘ସାଧନା’ ଓ ‘ଅଶାନ୍ତଗ୍ରହ’ର ପ୍ରଯୋଜକ ଥିଲେ । ୧୯୬୩ମସିହାରେ ମୁକ୍ତିଲାଭ କରିଥିବା ସାଧନା ଚଳଚ୍ଚିତ୍ର ଆଞ୍ଚଳିକ ଫିଲ୍ମଭାବେ ଜାତୀୟ ପୁରସ୍କାର ପାଇଥିଲା  ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story