Advertisment

ଓଡ଼ିଆଙ୍କ ପ୍ରିୟ ଖାଦ୍ୟ ପଖାଳ

ଆଜି ବିଶ୍ୱ ପଖାଳ ଦିବସ। ଓଡ଼ିଆଙ୍କ ଏହି ପାରମ୍ପରିକ ଖାଦ୍ୟକୁ ଆହୁରି ଅଧିକରୁ ଅଧିକ ଲୋକପ୍ରିୟ କରିବା ଲାଗି ମାର୍ଚ୍ଚ ୨୦ ତାରିଖକୁ ବିଶ୍ୱ ପଖାଳ ଦିବସ ଭାବେ ପାଳନ କରାଯାଏ। ପଖାଳ ଦିବସ ପାଇଁ ବ୍ୟାପକ ପ୍ରସ୍ତୁତି, ହୋଟେଲ୍‌ରେ ସ୍ବତନ୍ତ୍ର ଆୟୋଜନ। ପିଲାଠୁ ବୁଢା ସମସ୍ତଙ୍କ ପ୍ରିୟ ପଖାଳ।

Orissa Food Odisha Dahi Pakhala
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe