ଘରୋଇ ସ୍କୁଲରେ ଫି ହ୍ରାସ ନେଇ ଏମିତି କହିଲେ ହାଇକୋର୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ଘରୋଇ ସ୍କୁଲରେ ଫି ହ୍ରାସ ନେଇ କମିଟିର ରିପୋର୍ଟ ଆଧାରରେ ନିଷ୍ପତ୍ତି ନେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଉଚ୍ଚସ୍ତରୀୟ କମିଟିର ନିଷ୍ପତ୍ତି ଗ୍ରହଣ କରିବା ଲାଗି ଆଜି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।  କମିଟି ରିପୋର୍ଟ ନେଇ କାହାର ଆପତ୍ତି ଥିଲେ  ସାନି ରିଟ୍ ଦାଖଲ ପାଇଁ କୋର୍ଟ କହିଛନ୍ତି। ପୂର୍ବରୁ ଘରୋଇ ସ୍କୁଲର ଫି ନିର୍ଦ୍ଧାରଣ ଲାଗି ସ୍କୁଲ ଓ ଗଣଶିକ୍ଷା ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ  କମିଟି ସୁପାରିଶ […]

Orissa High Court

Orissa High Court

Tapas Behera
  • Published: Thursday, 07 January 2021
  • Updated: 07 January 2021, 09:05 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ଘରୋଇ ସ୍କୁଲରେ ଫି ହ୍ରାସ ନେଇ କମିଟିର ରିପୋର୍ଟ ଆଧାରରେ ନିଷ୍ପତ୍ତି ନେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଉଚ୍ଚସ୍ତରୀୟ କମିଟିର ନିଷ୍ପତ୍ତି ଗ୍ରହଣ କରିବା ଲାଗି ଆଜି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।  କମିଟି ରିପୋର୍ଟ ନେଇ କାହାର ଆପତ୍ତି ଥିଲେ  ସାନି ରିଟ୍ ଦାଖଲ ପାଇଁ କୋର୍ଟ କହିଛନ୍ତି। ପୂର୍ବରୁ ଘରୋଇ ସ୍କୁଲର ଫି ନିର୍ଦ୍ଧାରଣ ଲାଗି ସ୍କୁଲ ଓ ଗଣଶିକ୍ଷା ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ  କମିଟି ସୁପାରିଶ କରିଥିଲା ।

କମିଟିର ରିପୋର୍ଟରେ ବାର୍ଷିକ ୬ ହଜାର ଟଙ୍କା ପର୍ଯ୍ୟନ୍ତ ଟ୍ୟୁସନ୍ ଫି ନେଉଥିବା ସ୍କୁଲର କୌଣସି ଫି ଛାଡ  କରାଯାଇନଥିଲା । ତେବେ ୬ରୁ ୧୨ ହଜାର ଟଙ୍କା ଯାଏ ଫିରେ ୭.୫ ପ୍ରତିଶତ, ୧୨ରୁ ୨୪ ହଜାର ଯାଏ ୧୨ପ୍ରତିଶତ, ୨୪ରୁ ୪୮ ହଜାର  ଯାଏ ୧୫ ପ୍ରତିଶତ, ୪୮ରୁ ୭୨ ହଜାର ଯାଏ ଫି ରେ ୨୦ ପ୍ରତିଶତ ଛାଡ କରାଯିବାକୁ ସୁପାରିଶ କରିଥିଲା କମିଟି । ସେହିପରି  ୭୨ରୁ ୧ ଲକ୍ଷ  ଟଙ୍କା ଫିରେ ୨୫ ପ୍ରତିଶତ ଓ ୧ ଲକ୍ଷରୁ ଅଧିକ ଫି ପାଇଁ ୨୬ ପ୍ରତିଶତ ଛାଡ଼ କରିବାକୁ କମିଟି ରିପୋର୍ଟ ଦେଇଥିଲା । ସେହିପରି  ରେସିଡେନ୍ସିଆଲ ସ୍କୁଲ ଗୁଡିକର ଫି ୩୦% ହ୍ରାସ ପାଇଁ କମିଟି ସୁପାରିଶ କରିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story