ଛତା, ଚପଲ, ସାଇକେଲ୍‌, ଟର୍ଚ କିଣିବାକୁ ‘ଆଶା’ଙ୍କୁ ମିଳିବ ୧୦ ହଜାର ଟଙ୍କା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ କାମ କରୁଥିବା ‘ଆଶା’ମାନଙ୍କୁ ଛତା, ଚପଲ, ସାଇକେଲ୍‌, ଆଲମିରା ଓ ଟର୍ଚ କିଣିବା ପାଇଁ ୧୦ ହଜାର ଟଙ୍କା ପ୍ରଦାନ କରାଯିବ। ରାଜ୍ୟ ସରକାର ଏହି ଘୋଷଣା କରିଛନ୍ତି। ଏହା ଦ୍ୱାରା ରାଜ୍ୟର ୪୭ ହଜାର ‘ଆଶା’ ଉପକୃତ ହେବେ। ସେହପରି ‘ଆଶା ଅବ୍ୟାହତ ଯୋଜନା’ ଅନ୍ତର୍ଗତ ଏକକାଳୀନ ଆର୍ଥିକ ସହାୟତା ରାଶିକୁ  ୧୦ ହଜାରରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଏଣିକି […]

asha

asha

Ordigital Desk
  • Published: Friday, 10 August 2018
  • Updated: 10 August 2018, 12:29 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ କାମ କରୁଥିବା ‘ଆଶା’ମାନଙ୍କୁ ଛତା, ଚପଲ, ସାଇକେଲ୍‌, ଆଲମିରା ଓ ଟର୍ଚ କିଣିବା ପାଇଁ ୧୦ ହଜାର ଟଙ୍କା ପ୍ରଦାନ କରାଯିବ। ରାଜ୍ୟ ସରକାର ଏହି ଘୋଷଣା କରିଛନ୍ତି। ଏହା ଦ୍ୱାରା ରାଜ୍ୟର ୪୭ ହଜାର ‘ଆଶା’ ଉପକୃତ ହେବେ।

ସେହପରି ‘ଆଶା ଅବ୍ୟାହତ ଯୋଜନା’ ଅନ୍ତର୍ଗତ ଏକକାଳୀନ ଆର୍ଥିକ ସହାୟତା ରାଶିକୁ  ୧୦ ହଜାରରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଏଣିକି ‘ଆଶା’ମାନେ ଅତି କମ୍‌ରେ ୧୦ ବର୍ଷ କାର୍ଯ୍ୟ କରିବା ପରେ ସ୍ୱେଚ୍ଛାକୃତ ଭାବରେ ଅବସର ନେଲେ ଅବା ୬୨ ବର୍ଷ ବୟସରେ କାର୍ଯ୍ୟରୁ ଅବ୍ୟାହତି ନେଲେ ସେମାନଙ୍କୁ ୨୦ ହଜାର ଟଙ୍କା ପ୍ରଦାନ କରାଯିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story