ପ୍ରକାଶ ପାଇଲା +୨ପରୀକ୍ଷାଫଳ: ବିଜ୍ଞାନରେ ୯୫.୧୫% ଓ ବାଣିଜ୍ୟ ୯୪.୯୬%

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପ୍ରକାଶ ପାଇଛି ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ। ପରୀକ୍ଷାଫଳ ପୁସ୍ତିକ ଉନ୍ମୋଚନ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ବିଜ୍ଞାନରେ ୯୫.୧୫% ଓ ବାଣିଜ୍ୟ ୯୪.୯୬% ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି। ଆଜି ରାତି ୮ଟାରେ  www.orisssaresults.nic.in  ୱେବସାଇଟ୍‌ରେ ପ୍ରକାଶ ପାଇବ। ପରୀକ୍ଷାର୍ଥୀମାନେ ସେଠାରୁ ମାର୍କସିଟ୍‌ ଡାଉନ୍‌ଲୋଡ୍‌ କରିପାରିବେ। ସମୁଦାୟ ୯୪୫୩୨ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ବିଜ୍ଞାନରେ ସମୁଦାୟ ୮୯ ହଜାର ୯୫୧ ଜଣ ପାସ୍ କରିଛନ୍ତି। ବିଜ୍ଞାନରେ ରେଗୁଲାର […]

lpus

lpus

Manoranjan Sial
  • Published: Saturday, 31 July 2021
  • Updated: 31 July 2021, 08:26 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପ୍ରକାଶ ପାଇଛି ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ। ପରୀକ୍ଷାଫଳ ପୁସ୍ତିକ ଉନ୍ମୋଚନ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ବିଜ୍ଞାନରେ ୯୫.୧୫% ଓ ବାଣିଜ୍ୟ ୯୪.୯୬% ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି। ଆଜି ରାତି ୮ଟାରେ  www.orisssaresults.nic.in  ୱେବସାଇଟ୍‌ରେ ପ୍ରକାଶ ପାଇବ। ପରୀକ୍ଷାର୍ଥୀମାନେ ସେଠାରୁ ମାର୍କସିଟ୍‌ ଡାଉନ୍‌ଲୋଡ୍‌ କରିପାରିବେ।

ସମୁଦାୟ ୯୪୫୩୨ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ବିଜ୍ଞାନରେ ସମୁଦାୟ ୮୯ ହଜାର ୯୫୧ ଜଣ ପାସ୍ କରିଛନ୍ତି। ବିଜ୍ଞାନରେ ରେଗୁଲାର ପାସ୍‌ ହାର ୯୯.୮୮% ରହିଛି। ବିଜ୍ଞାନରେ ୯୫.୧୫ ପ୍ରତିଶତ ପାସ୍‌ କରିଛନ୍ତି। ବିଜ୍ଞାନରେ ପ୍ରଥମ ଶ୍ରେଣୀରେ ୫୫ ହଜାର ୪୬୮ ପାସ୍‌ କରିଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୧୬ ହଜାର ୯୪୩ ଓ ତୃତୀୟ ଶ୍ରେଣୀରେ ୧୪ ହଜାର ୬୩୧ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି। ବିଜ୍ଞାନରେ ଏକ୍ସ ରେଗୁଲାର ପାସ୍ ହାର ୭୧.୨୭% ରହିଛି। ବିଜ୍ଞାନରେ ପ୍ରଥମ ଶ୍ରେଣୀରେ ୫୫ ହଜାର ୪୬୮ ପାସ୍ କରିଛନ୍ତି। ସେହିପରି ବିଜ୍ଞାନରେ ଦ୍ୱିତୀୟ ଶ୍ରେଣୀରେ ୧୬ ହଜାର ୯୪୩ ଓ ତୃତୀୟ ଶ୍ରେଣୀରେ ୧୪ ହଜାର ୬୩୧ ପିଲା ପାସ୍‌ କରିଛନ୍ତି।

ବାଣିଜ୍ୟରେ ୯୪.୯୬ ପ୍ରତିଶତ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି। ବାଣିଜ୍ୟରେ ରେଗୁଲାର ପାସ୍‌ ହାର ୯୯.୯୫% ରହିଛି। ବାଣିଜ୍ୟରେ ପ୍ରଥମ ଶ୍ରେଣୀରେ ପାସ ୮ ହଜାର ୩୫୫ ପାସ୍‌ କରିଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୫ ହଜାର ୬୯୨ ଓ ତୃତୀୟ ଶ୍ରେଣୀରେ ୯ ହଜାର ୬୬ ଜଣ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି। ବାଣିଜ୍ୟରେ ଏକ୍ସ ରେଗୁଲାର ପାସ୍ ହାର ୫୪.୭୮% ରହିଛି।

ବାଣିଜ୍ୟରେ ପ୍ରଥମ ଶ୍ରେଣୀରେ ୮ ହଜାର ୩୫୫ ଛାତ୍ରଛାତ୍ରୀ ପାସ୍‌ କାରିଛନ୍ତି। ସେହିପରି ଦ୍ୱିତୀୟ ଶ୍ରେଣୀରେ  ୫ ହଜାର ୬୯୨ ଓ ତୃତୀୟ ଶ୍ରେଣୀରେ ୯ ହଜାର ୬୬ ପିଲା ପାସ୍‌ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story