ପ୍ରକାଶ ପାଇଲା ଯୁକ୍ତ ୨ ରେଜଲ୍ଟ। ପ୍ରକାଶ ପାଇଲା ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ। ରେଜଲ୍ଟ ଘୋଷଣା କଲେ ଗଣ ଶିକ୍ଷା ମନ୍ତ୍ରୀ ସୁଦାମ ମାରଣ୍ଡି। ବିଜ୍ଞାନରେ ପାସ୍ ହାର ୮୪.୯୩%। ବାଣିଜ୍ୟରେ ପାସ୍ ହାର ୮୧.୧୨%। ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ଅଧିକ। ବିଜ୍ଞାନରେ ୯୬.୪୧% ରେଜଲ୍ଟ ସହ ନୟାଗଡ଼ ଆଗରେ। ବିଜ୍ଞାନରେ ୬୧.୫୫% ରେଜଲ୍ଟ ସହ ସର୍ବନିମ୍ନରେ ଗଜପତି। ସେହିଭଳି ବାଣିଜ୍ୟରେ ୯୩.୯% ରେଜଲ୍ଟ ସହ ନୟାଗଡ଼ ଆଗରେ ରହିଛି। ବାଣିଜ୍ୟରେ ୫୫.୫୫% ରେଜଲ୍ଟ ସହ ସର୍ବନିମ୍ନରେ ବୌଦ୍ଧ ଜିଲ୍ଲା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Science & Environment
ଏନକ୍ଲୋଜରକୁ ଗଲା ବାଘୁଣୀ ଜିନତ୍, ୨୪ ଘଣ୍ଟା ରହିବ ନଜର
ଗତକାଲି ତା’ ନାଁ ଗଙ୍ଗା ବୋଲି କୁହାଯାଉଥିବା ବେଳେ ଆଜି କିନ୍ତୁ ଉକ୍ତ ବାଘୁଣୀର ନାଁ ‘ ଜିନତ୍’ ବୋଲି କହିଛନ୍ତି ପିସିସିଏଫ ।
Crime
ମା’ ପାଲଟିଗଲା ପଥର; ଛୁଆଙ୍କୁ ଚେଙ୍କ ଦେଲା ପ୍ରେମିକ
ବାପା ଥାଉ ଥାଉ ଅନୈତିକ ସମ୍ପର୍କରେ ବୁଡ଼ି ରହିଥିଲା ମା’ । ଏହାକୁ ବିରୋଧ କରିବା ପିଲାଙ୍କ ପାଇଁ କାଳ ହେଲା। ପାଟି ଫିଟାଇବାର ଶାସ୍ତି ସ୍ୱରୁପ ମା’ ଆଗରେ ପିଲାଙ୍କୁ ଚେଙ୍କ ଦେଇ ଚାଲିଲା ତାଙ୍କ ପ୍ରେମିକ ।
Accident
ସକାଳୁ ଫାଟିଲା ଗ୍ୟାସ୍ ସିଲିଣ୍ଡର, ୩ ଗୁରୁତର
ଗ୍ୟାସ୍ ସିଲିଣ୍ଡର ଫାଟି ୩ ଜଣ ଗୁରୁତର ହୋଇଛନ୍ତି। ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ମେଡିକାଲ ଓ ଅନ୍ୟ ଜଣଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି।
Accident
ଟ୍ରେନ୍ ଆଗକୁ ଡେଇଁ ପଡ଼ିଲେ ବ୍ୟାଙ୍କ କର୍ମଚାରୀ, ମିଳିଲା...
ଭଦ୍ରକ ଜିଲ୍ଲା କେନ୍ଦୁଆପଦା ରେଲୱେ ଷ୍ଟେସନ ଧାରଣାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଠାବ ହୋଇଛି।
Accident
କାର୍ତ୍ତିକ ପୂର୍ଣ୍ଣିମାରେ ଅଘଟଣ; ଡଙ୍ଗାରୁ କଏନ ସଂଗ୍ରହ କରୁ କରୁ ବୁଡ଼ିଗଲେ ନାବାଳିକା
ଭସା ଯାଇଥିବା ଡଙ୍ଗାରୁ କଏନ ସଂଗ୍ରହ କରିବାକୁ ଯାଇ ପାଣିରେ ବୁଡ଼ିଗଲେ ନାବାଳିକା। ମୃତା ନାବାଳିକାଙ୍କ ବୟସ ୧୨ ବର୍ଷ ହେବ ବୋଲି ଜଣାଯାଇଛି।