ରେଜଲ୍ଟ ଘୋଷଣା କଲେ ଗଣ ଶିକ୍ଷାମନ୍ତ୍ରୀ | Odisha Reporter
ପ୍ରକାଶ ପାଇଲା ଯୁକ୍ତ ୨ ରେଜଲ୍ଟ। ପ୍ରକାଶ ପାଇଲା ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ। ରେଜଲ୍ଟ ଘୋଷଣା କଲେ ଗଣ ଶିକ୍ଷା ମନ୍ତ୍ରୀ ସୁଦାମ ମାରଣ୍ଡି। ବିଜ୍ଞାନରେ ପାସ୍ ହାର ୮୪.୯୩%। ବାଣିଜ୍ୟରେ ପାସ୍ ହାର ୮୧.୧୨%। ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ଅଧିକ। ବିଜ୍ଞାନରେ ୯୬.୪୧% ରେଜଲ୍ଟ ସହ ନୟାଗଡ଼ ଆଗରେ। ବିଜ୍ଞାନରେ ୬୧.୫୫% ରେଜଲ୍ଟ ସହ ସର୍ବନିମ୍ନରେ ଗଜପତି। ସେହିଭଳି ବାଣିଜ୍ୟରେ ୯୩.୯% ରେଜଲ୍ଟ ସହ ନୟାଗଡ଼ ଆଗରେ ରହିଛି। ବାଣିଜ୍ୟରେ ୫୫.୫୫% ରେଜଲ୍ଟ ସହ ସର୍ବନିମ୍ନରେ ବୌଦ୍ଧ ଜିଲ୍ଲା ରହିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
