ଧାନର ସର୍ବନିମ୍ନ ସହାୟକ ମୂଲ୍ୟ: ପ୍ରଧାନମନ୍ତ୍ରୀଙ୍କୁ ପୁଣି ଥରେ ସମୟ ମଗାଯିବ

ଭୁବନେଶ୍ୱର: ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ନେଇ ଗୃହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ସହାୟକ ମୂଲ୍ୟ ନେଇ ପ୍ରଧାନମନ୍ତ୍ରୀଙ୍କୁ ପୁଣି ଥରେ ସମୟ ମଗାଯିବ ବୋଲି କୃଷି ମନ୍ତ୍ରୀ ଦାମୋଦର ରାଉତ କହିଛନ୍ତି। ଜୁନ୍ ୩୦ ଭିତରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସେପଟେ ଏନେଇ ଗୃହ କମିଟି ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଅଫିସ୍‌କୁ ସମୟ ମଗା ଯାଇଥିଲା। ତେବେ ପ୍ରଧାନମନ୍ତ୍ରୀଙ୍କ ଅଫିସ୍ ସମୟ ଦେଇ ନଥିଲେ ବୋଲି ସଞ୍ଜୟ ଦାସବର୍ମା କହିଛନ୍ତି।

paddy

Rakesh Mallick
  • Published: Friday, 26 May 2017
  • , Updated: 26 May 2017, 04:41 PM IST

Related story