ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତମାସ ୨୫ତାରିଖରେ ଓଡ଼ିଶା ପ୍ରଶାସନିକ ସେବା(ପ୍ରିଲିମ୍) ପରୀକ୍ଷା ଅନୁଷ୍ଠିତ ହେବ। ରାଜ୍ୟର ୫ଟି ସହର ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ ଓ ସମ୍ବଲପୁରର ୧୨୦ଟି ପରୀକ୍ଷା କେନ୍ଦ୍ରରେ ମୋଟ ୫୦୩୦୪ଜଣ ପ୍ରାର୍ଥୀ ପରୀକ୍ଷା ଦେବେ। ମୋଟ ୨୧୮ଟି ଓଏଏସ, ଓପିଏସ, ଓଏଫଏସ୍, ଓସିଏସ୍ , ଓଆରଏସ୍, ଓଟି ଆଣ୍ଡ ଏଏସ୍ ଓ ଓଇଏସ୍ ପଦବୀ ପାଇଁ ଏହି ପରୀକ୍ଷା ଅନୁଷ୍ଠିତ ହେବ।
ପରୀକ୍ଷାର୍ଥୀଙ୍କୁ ଉଭୟ ଅଫଲାଇନ୍ ଓ ଅନଲାଇନରେ ଆଡିମିଟ୍ କାର୍ଡ ଜାରି କରାଯିବ।ଏହି ୨୦୦ ମାର୍କର ପ୍ରିଲିମ୍ ପରୀକ୍ଷା ଦୁଇଟି ସିଟିଙ୍ଗରେ ହେବ। ଏଥିରେ ସର୍ବନିମ୍ନ ୩୩ ପ୍ରତିଶତ ମାର୍କ ରଖିଥିବା ପ୍ରାର୍ଥୀ ମେନ୍ ପରୀକ୍ଷା ଦେବାକୁ ଯୋଗ୍ୟ ବିବେଚିତ ହେବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସାମାନ୍ୟ ବଚସା ହେଲା କାଳ; ସାଙ୍ଗ ଭୁଷି ଦେଲା ଛୁରୀ
ହଠାତ୍ ଉଭୟଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା। । ଏଥିରେ ଉତ୍ତ୍ୟକ୍ତ ହୋଇ ବିନୟ ପାଖରେ ଥିବା ଏକ ଛୁରୀରେ ଅନ୍ତିଆଙ୍କୁ ଭୁଷି ଦେଇଥିଲେ।
Events & Festivals
ସଜେଇ ହେଲାଣି ଭୁବନେଶ୍ୱର, କାଲିଠୁ ପ୍ରବାସୀ ଭାରତୀୟଙ୍କ ମହାମେଳି
ଆସନ୍ତାକାଲିଠାରୁ ଭୁବନେଶ୍ୱରରେ ଆୟୋଜିତ ହେବ ପ୍ରବାସୀ ଭାରତୀୟଙ୍କ ମହାମେଳି। ସାମିଲ ହେବେ ୭୦ ରାଷ୍ଟ୍ରରୁ ଆସିଥିବା ୪ ହଜାରରୁ ଅଧିକ ପ୍ରବାସୀ।
Accident
ଛିଡ଼ା ହୋଇଥିଲା ଟ୍ରକ୍, ପିଟିଦେଲା ଟ୍ରଲର
ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଟ୍ରକ୍କୁ ପଛପଟୁ ଧକ୍କା ଦେଲା ଟ୍ରଲର। ଏହି ଦୁର୍ଘଟଣାରେ ଟ୍ରଲର ଡ୍ରାଇଭର କ୍ୟାବିନରେ ଚାପି ହୋଇ ଗୁରୁତର ହୋଇଛନ୍ତି।
Crime
ମହାଠକ ହଂସିତାଙ୍କ ଘରେ ପଶିଲା ଆୟକର ଟିମ୍, ୧୨ଟି ସ୍ଥାନରେ ରେଡ
ଆଜି ମହାଠକ ହଂସିତା ଅଭିଲିପ୍ସାଙ୍କ ଘର ସମେତ ଅଫିସରେ ଚଢ଼ାଉ କରିଛି ଆୟକର ଟିମ୍। ଭୁବନେଶ୍ୱର, ଦିଲ୍ଲୀ, ଝାଡ଼ଖଣ୍ଡର ୧୨ଟି ସ୍ଥାନରେ ଏକକାଳୀନ ଚାଲିଛି ରେଡ୍ ।
Accident
ସକାଳୁ ସକାଳୁ ନିଆଁ ପୋଉଁଥିଲେ ଦମ୍ପତି, ଜଳିଗଲେ ସ୍ୱାମୀ
ଅସାବଧାନତାବଶଃତ ହଠାତ୍ ସ୍ୱାମୀଙ୍କ ଶରୀରରେ ଲାଗିଗଲା ନିଆଁ। ଦେଖୁଦେଖୁ ହୁତୁହୁତୁ ହୋଇ ଜଳିବାକୁ ଲାଗିଲେ ସ୍ୱାମୀ।